ନିଟ ପରୀକ୍ଷାରେ ବିଫଳ ହୋଇ ଜୀବନ ହାରିଲେ ଛାତ୍ରୀ
ବ୍ରହ୍ମପୁର : ବ୍ରହ୍ମପୁର ନିକଟ ହଳଦିଆପଦର ଅଞ୍ଚଳର ଜଣେ ଛାତ୍ରୀ ନିଜ ଘରେ ଆତ୍ମହତ୍ୟା କରିଛନ୍ତି। ନିଟ ପରୀକ୍ଷାରେ ବିଫଳ ହେବା ପରେ ସେ ଗତକାଲି ରାତିରେ ଆତ୍ମହତ୍ୟା କରିଦେଇଥିଲେ। ମୃତକ ହେଲେ ହଳଦିଆ ପଦର ତିରୁପତି ନଗରର ଶର୍ମିଷ୍ଠା ସାହୁ(୧୯)।…
ବ୍ରହ୍ମପୁର : ବ୍ରହ୍ମପୁର ନିକଟ ହଳଦିଆପଦର ଅଞ୍ଚଳର ଜଣେ ଛାତ୍ରୀ ନିଜ ଘରେ ଆତ୍ମହତ୍ୟା କରିଛନ୍ତି। ନିଟ ପରୀକ୍ଷାରେ ବିଫଳ ହେବା ପରେ ସେ ଗତକାଲି ରାତିରେ ଆତ୍ମହତ୍ୟା କରିଦେଇଥିଲେ। ମୃତକ ହେଲେ ହଳଦିଆ ପଦର ତିରୁପତି ନଗରର ଶର୍ମିଷ୍ଠା ସାହୁ(୧୯)।…
ଭୁବନେଶ୍ବର: ୨୦୨୬-୨୭ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିୟର କଲେଜରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ ଲକ୍ଷ ୨୯ ହଜାର ୨୧୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୮୨…
ଭଦ୍ରକ: ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବା ନିକଟ ସମ୍ପର୍କୀୟଙ୍କ ପକ୍ଷରୁ ଜଣାଯାଇଛି। ସୂଚନାନୁସାରେ, ପୂର୍ବାହ୍ଣରେ ତାଙ୍କର ଛାତିରେ ଯନ୍ତ୍ରଣା…
ଜଗତସିଂହପୁର: ସାଉଦି ଆରବରେ ଫସି ରହିଥିବା ଓଡ଼ିଆ ଯୁବକ ପ୍ରଳୟ ରଞ୍ଜନ ମହାପାତ୍ରଙ୍କୁ ସୁରକ୍ଷିତ ଭାବେ ଦେଶକୁ ଫେରାଇ ଆଣିବା ପାଇଁ ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ହସ୍ତକ୍ଷେପ କରିବା ସହ ଯଥାଶୀଘ୍ର ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ରାଜ୍ୟ…
ଅସ୍ତରଙ୍ଗ : କେଳୁଣୀ ମୁହାଣ ନିକଟରେ ସମୁଦ୍ରରେ ଭାସିଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଜଣକ ମାଲକାନଗିରି ଜିଲ୍ଲା ମାଥିଲ୍ ଅଞ୍ଚଳର ରାମ ଭୋମିଆ(୨୨) ବୋଲି ଜଣାଯାଇଛି। ନଦୀରେ ଭାସିଯିବା ପରେ ଗତକାଲି ଠାରୁ ସେ ନିଖୋଜ ଥିଲେ। ସ୍ଥାନୀୟ ଲୋକେ…
ସୋର: ବାଲେଶ୍ବର ଜିଲ୍ଲାର ସୋର ଦେଇ ପ୍ରବାହିତ କାଂଶବାଂଶ ନଦୀରେ ବନ୍ୟା ଆସିଛି। ଫଳରେ ତଳନଗର ପଞ୍ଚାୟତ ଅଧୀନ ୧୪ ଗାଁର ୨୫ ଶହ ଲୋକ ପ୍ରଭାବିତ ହୋଇଛନ୍ତି। ଚାରି ଦିନ ହେଲା ବାଲେଶ୍ବରରେ ବର୍ଷା ଲାଗି ରହିଛି। ଫଳରେ ସୋର…
ଚିଲିକା: ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ । ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସାରା ବିଶ୍ୱ ବଡ଼ଦାଣ୍ଡରେ ରଥଟଣା ଦେଖୁଛି । ସେତିକିବେଳେ ଚିଲିକା ହ୍ରଦ ମଧ୍ୟରେ ଥିବା କଙ୍କଣ ଶିଖରୀଠାରେ ସମ୍ପୂର୍ଣ୍ଣ…
ଯୋଡ଼ା : ପାହାଡ଼ ଉପରୁ ନାବାଳକର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ । କେନ୍ଦୁଝର ଯୋଡ଼ା ଥାନା ଖୁଣ୍ଟପାଣି ପାହାଡ଼ ଉପରୁ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର। ମୃତକ ହେଲେ କମାରଯୋଡ଼ା ତାରିଣୀ ଛକ ଅଞ୍ଚଳର ୧୧ ବର୍ଷିୟ କ୍ରିଷ୍ଣା କାଳନ୍ଦୀ।…
ଭଦ୍ରକ : ମଟର ସାଇକେଲ ଉପରେ ଚଢି ଗଲା ହାଇୱା ଟ୍ରକ । ଦୁଇ ଜଣ ମୃତ,ଜଣେ ଗୁରୁତ୍ୱର । ଏମିତି ଦୁଖଦଃ ଘଟଣା ଦେଖିବାକୁ ମିଳିଛି, 16 ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଗୋପବନ୍ଧୁପୁର ଛକ ନିକଟରେ ।…
ଜଳେଶ୍ୱର : ଫୁଲୁଛି ଜଳକା । ଲଘୁଚାପଜନିତ ବର୍ଷା ଯୋଗୁ ବିପଦ ସଙ୍କେତ ଅତିକ୍ରିମ କରିଛି ଜଳସ୍ତର । ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ମିଟର ରହିଥିବା ବେଳେ ସକାଳ ୬ଟା ସୁଦ୍ଧା…