July 23, 2026

ମାତିଛନ୍ତି ସାଇବର ଲୁଟେରା : ଡିଜିପିଙ୍କ ନାଁରେ ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର : ଡିଜିପିଙ୍କ ନାଁରେ ମାତିଛନ୍ତି ସାଇବର ଲୁଟେରା । ନିଜକୁ ପୋଲିସ ଅଧିକାର କହି ଧମକ ଦେବା ସହ ମାଗୁଛନ୍ତି ଟଙ୍କା । ଏପରିକି ପୋଲିସ ମାଡ଼ ମାରୁଥିବା ଭିଡିଓ ପଠାଇ ଭୟଭୀତ କରୁଛନ୍ତି । ଭୁବନେଶ୍ୱର ନୟାପଲ୍ଲୀ ଥାନା…

ବାଇକକୁ ଧକ୍କା ଦେଲା ଅଜଣା ଗାଡ଼ି, ୨ ମୃତ

ଭଦ୍ରକ: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ୨ ଜୀବନ । ବାଇକକୁ ଧକ୍କା ଦେଲା ଅଜଣା ଗାଡ଼ି । ଭଦ୍ରକ ୧୬ ନମ୍ୱର ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଥାନା ଅଧୀନ ଜସୋଟିକିରୀ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ମୃତକ ଦୁଇ ଜଣ…

ସରଗୋଡ଼ା ପୁର୍ଣ୍ଣେଶ୍ୱର ୟୁପି ସ୍କୁଲ କସ୍ତୁରବା ଗାନ୍ଧୀ ଛାତ୍ରୀନିବାସରେ ଝାଡ଼ା-ବାନ୍ତି : ୩୦ ଅନ୍ତେବାସୀ ଅସୁସ୍ଥ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ବିଜାତଳା ବ୍ଲକର ସରଗୋଡ଼ା ପୁର୍ନେଶ୍ୱର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କସ୍ତୁରବା ଗାନ୍ଧୀ ବାଳିକା ଛାତ୍ରୀନିବାସରେ ଝାଡ଼ା-ବାନ୍ତିରେ ୩୦ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଘଟଣା ପରେ ସମସ୍ତଙ୍କୁ ରାଇରଙ୍ଗପୁର ଉପଖଣ୍ଡ ଡାକ୍ତରଖାନାରେ…

ଅଗଷ୍ଟ ୧୫ ଯାଏ ପିଏମ୍‌ ଫସଲ ବୀମା ବଢ଼ାଇବାକୁ ଦାବି

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଫସଲ ବୀମା ଚାଷୀ ପଞ୍ଜୀକରଣ ଅବଧି ଅଗଷ୍ଟ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ଦାବି କରିଛି କଂଗ୍ରେସ। ଏହି ସମୟସୀମା ମଧ୍ୟରେ ଯେପରି ରାଜ୍ୟର ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଋଣୀ ଓ ଅଣଋଣୀ ଚାଷୀ ପଞ୍ଜିକୃତ…

ଗଛରେ ପିଟି ହେଲା ଥାର୍, ଚାଲିଗଲା ଗୋଟିଏ ପରିବାରର ୩ ଜୀବନ, ଜଣେ ଗୁରୁତର

ଯୋଡ଼ା : ଗଛକୁ ପିଟିଲା ଥାର୍ , ଚାଲିଗଲା ୩ ଜୀବନ। ମୃତକମାନେ ହେଲେ ଗୋଟିଏ ପରିବାରର ବାପା, ମାଆ ଓ ଦାଦା । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କେନ୍ଦୁଝର ଚମ୍ପୁଆ ନିକଟସ୍ଥ…

ବର୍ଷାରେ ୧୫ ଦିନରେ ଦବିଗଲା ନୂଆ ରାସ୍ତା, ନିମ୍ନମାନର କାମ ହୋଇଥିବା କହିଲେ କର୍ପୋରେଟର

କଟକ : ବର୍ଷା ଯୋଗୁ ଦବିଲା ରାସ୍ତା । କଟକର ନୂଆପଡ଼ା-ଖପୁରିଆ ରାସ୍ତା ଦବିଯାଇଛି । ଫଳରେ ଏହି ରାସ୍ତା ଦେଇ ଯାତାୟତ ଠପ୍ ହୋଇଯାଇଛି । ୧୫ ଦିନ ତଳେ ରାସ୍ତା କାମ ଶେଷ ହୋଇଥିଲା । ନିମ୍ନମାନର କାମ…

ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିଲା, ୧୬ ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ

ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍ । ପୂର୍ବରୁ ୧୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ…

ପୋଖରୀକୁ ଖସିଲା କାର୍, ୫ ମୃତ

ଢ଼େଙ୍କାନାଳ : ବରଯାତ୍ରୀ ହେଲା ଶେଷଯାତ୍ରା । ନିମିଷକରେ ପାଣି ଫୋଟକା ପରି ମିଳାଇ ଗଲା ହସ ଖୁସିର ମୁହୂର୍ତ୍ତ । ପୋଖରୀକୁ ଖସିଲା କାର୍, ୫ ମୃତ । କାର୍ ଭିତରେ ଥିବା ୭ ଜଣଙ୍କ ମଧ୍ୟରୁ ୫ ମୃତ…

ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳା ପ୍ରତିବାଦରେ ଓଜେସିର ବିକ୍ଷୋଭ

ଭୁବନେଶ୍ୱର: ନିଟ୍ ପ୍ରଶ୍ନପତ୍ର ଲିକ୍ ଓ ବିଭିନ୍ନ ପରୀକ୍ଷାରେ ବାରମ୍ବାର ଘଟୁଥିବା ସାଂଘାତିକ ତ୍ରୁଟି ବିରୁଦ୍ଧରେ ଦିଲ୍ଲୀର ଜନ୍ତରମନ୍ତର ଠାରେ ପ୍ରତିବାଦ କରୁଛନ୍ତି ଛାତ୍ରଛାତ୍ରୀ। ଆନ୍ଦୋଳନରତ ଛାତ୍ରମାନଙ୍କ ଉପରେ ପୋଲିସର ଅମାନବୀୟ ଦମନଲୀଳା ପ୍ରତିବାଦରେ ଆଜି ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ…

ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ, ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ଡରାଇଲାଣି କରୋନା। ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲ୍ଲାରେ ଜଣେ ୫୦ ବର୍ଷିୟ ମହିଳା କୋଭିଡ ପଜିଟିଭ ରହିଥିବା ବେଳେ ଆଜି ଆଉ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…