ତାମିଲନାଡୁ ସରକାରଙ୍କ ବଡ଼ ଘୋଷଣା : ବର୍ଷକୁ ମିଳିବ ୩ ମାଗଣା ଗ୍ୟାସ ସିଲିଣ୍ଡର, ଫ୍ରି ବସ୍ ସେବା
ତାମିଲନାଡୁ : ତାମିଲନାଡୁ ସରକାରଙ୍କ ଆଉ ଏକ ବଡ଼ ଘୋଷଣା । ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଟିଭିକେ ସୁପ୍ରିମୋ ବିଜୟ ଗରିବ ପରିବାରକୁ ବାର୍ଷିକ ତିନୋଟି ମାଗଣା ସିଲିଣ୍ଡର ଦେବା ନେଇ ଘୋଷଣା କରିଛନ୍ତି । ଅନ୍ନପୂର୍ଣ୍ଣୀ ସୁପର୍ ସିକ୍ସ ନାମରେ…