August 2026

ଢ଼ାବା ଶୌଚାଳୟରୁ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଛତ୍ରପୁର : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅଞ୍ଚଳର ଏକ ଢ଼ାବା ଶୌଚାଳୟରୁ କର୍ମଚାରୀଙ୍କ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ରମ୍ଭା ଥାନା ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଢ଼ାବାରୁ ଜଣେ କର୍ମଚାରୀଙ୍କ…

ଜୀବନକୁ ବାଜି ଲଗାଇ ନାଳ ପାର୍ ହେଉଛନ୍ତି ଗ୍ରାମବାସୀ; ପୋଲ ନିର୍ମାଣ ପାଇଁ ଦାବି

ଗୁଡ଼ାରୀ:ଲଗାଣ ବର୍ଷାରେ ଫୁଲିଛି ନାଳ। ପ୍ରବଳ ପାଣି ସ୍ରୋତ ମଧ୍ୟରେ ଗାଁକୁ ଯିବା ପାଇଁ ଜୀବନକୁ ବାଜି ଲଗାଇ ନାଳ ପାର ହେଉଛନ୍ତି ଲୋକେ। ଯାତାୟାତ ପାଇଁ ଅନ୍ୟ କୌଣସି ବିକଳ୍ପ ରାସ୍ତା ନଥିବାରୁ ପ୍ରତିବର୍ଷ ବର୍ଷାଦିନେ ଏଭଳି ବିପଦପୂର୍ଣ୍ଣ ଯାତାୟାତ…

ନୀଳହ୍ରଦରୁ ୨ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ନୀଳଗିରି:ନୀଳହ୍ରଦରୁ ମିଳିଲା ନିଖୋଜ ୨ ଛାତ୍ରଙ୍କ ମୃତଦେହ।ବାଲେଶ୍ବର ଜିଲା ନୀଳଗିରିରେ ଥିବା ନୀଳହ୍ରଦ ବା ବ୍ଲ୍ୟୁଲେକ୍‌ରେ ଗତ କାଲି ୩ଜଣ ସାଙ୍ଗ ଗାଧୋଇବାକୁ ଯାଇଥିବା ବେଳେ ୨ଜଣ ଅଥଳ ପାଣିରେ ନିଖୋଜ ହୋଇ ଯାଇଥିଲେ। ମିତ୍ରପୁର ନିକଟସ୍ଥ ଏହି ନୀଳହ୍ରଦକୁ ରେମୁଣା…

ବୁଡ଼ିଲା ପାରାଦୀପରୁ ସିଙ୍ଗାପୁର ଯାଉଥିବା ଜାହାଜ, ୨୪ କ୍ରୁ ସଦସ୍ୟଙ୍କ ମଧ୍ୟରୁ ୨ ଜଣ ଉଦ୍ଧାର

ଭୁବନେଶ୍ୱର : ବୁଡ଼ିଲା ପାରାଦୀପରୁ ସିଙ୍ଗାପୁର ଯାଉଥିବା ଜାହାଜ । ପାରାଦୀପ ଠାରୁ ୨୦୦ ନଟିକାଲ ମାଇଲ୍ ଦୂର ସମୁଦ୍ରରେ ଅଘଟଣ । ପାନାମା ପତାକାବାହୀ ମାଲବାହୀ ଜାହାଜ ବୁଡ଼ିଥିବା ଜଣାପଡ଼ିଛି । ପାରାଦୀପରୁ ସିଙ୍ଗାପୁର ଯାଉଥିବା ପାନାମା ପତାକାବାହୀ ଜାହାଜ…

ହାତୀ ନଦୀରେ ବନ୍ୟା; ୨୦୦ ଲୋକ ସ୍ଥାନାନ୍ତର

ଭବାନୀପାଟଣା:ହାତୀ ନଦୀରେ ବନ୍ୟା । କଳାହାଣ୍ଡି ଜୟପାଟଣା ଓ କଲମପୁର ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। । ମଙ୍ଗଳପୁର ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ହାତୀ ନଦୀକୁ ଛଡ଼ାଯାଇଛି। ଏଥିରେ ୪୧୨ କ୍ୟୁମେକ ବନ୍ୟା…

ବିଜେପିର ନୂଆ ଟିମ୍‌ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ଥନ; ଯୁବପିଢ଼ିଙ୍କ ସହ ଯୋଡ଼ିହେବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ପହଞ୍ଚି ଦଳର ନବନିଯୁକ୍ତ ଜାତୀୟ ପଦାଧିକାରୀଙ୍କ ସହ ବୈଠକ କରିଛନ୍ତି। ନୂତନ ଟିମ୍‌ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀଙ୍କ ସହ ଏହା ପ୍ରଥମ ସାକ୍ଷାତ୍‌କାର।ବୈଠକ ପରେ ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ…

ଛିନ୍ଦୱାଡ଼ା ଜିଲ୍ଲା ହସ୍ପିଟାଲ ନବଜାତ ୱାର୍ଡରେ ଅଗ୍ନିକାଣ୍ଡ, ଜଣେ ମୃତ, ୨ ଗୁରୁତର

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଛିନ୍ଦୱାଡ଼ା ଜିଲ୍ଲା ହସ୍ପିଟାଲରେ ନବଜାତ NICU ରେ ଅଗ୍ନିକାଣ୍ଡ ହୋଇଛି । ଶନିବାର ମଧ୍ୟରାତ୍ରିରେ ଏକ ୱାର୍ମର ମେସିନରେ ହଠାତ୍ ସ୍ପାର୍କିଂ ହୋଇ ନିଆଁ ଲାଗିଯାଇଥିଲା । ଫଳରେ ୱାର୍ଡରେ ଥିବା ତିନୋଟି ନବଜାତ ଶିଶୁ ଗୁରୁତର…

୫ ପଥଚାରୀଙ୍କ ଉପରେ ମାଡ଼ିଗଲା ବୋଲେରୋ, ୪ ମୃତ

ଜୟପୁର : ରାଜସ୍ଥାନର ଜୟପୁର ଗ୍ରାମୀଣ ଜିଲ୍ଲାରେ ଏକ ବୋଲେରୋ ଧକ୍କାରେ ୪ ମୃତ୍ୟୁ ହୋଇଛି । ଫାଗି ଥାନା ଅଞ୍ଚଳରେ ରାସ୍ତା କଡ଼ରେ ଚାଲି ଚାଲି ଘରକୁ ଫେରୁଥିବା ୫ ଜଣଙ୍କୁ ବୋଲେରୋ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ…

ବିଦ୍ୟୁତ୍ ବିଭ୍ରାଟ ଯୋଗୁ ପରୀକ୍ଷାରୁ ବଞ୍ଚିତ ହେଲେ ୪୯ ପରୀକ୍ଷାର୍ଥୀ

ଜୟପୁର:ସାରା ଦେଶରେ ପ୍ରଶ୍ନ ପତ୍ର ଲିକ୍ ଘଟଣା ଚର୍ଚ୍ଚାର କେନ୍ଦବିନ୍ଦୁ ସାଜିଥିବା ବେଳେ ପୁଣି ବିଦ୍ୟୁତ ବିଭ୍ରାଟ କାରଣରୁ ପରୀକ୍ଷାରୁ ବଞ୍ଚିତ ହେଲେ ୪୯ ପରୀକ୍ଷାର୍ଥୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜସ୍ଥାନର ଜୟପୁର ସ୍ଥିତ ଏକ ପରୀକ୍ଷା କେନ୍ଦ୍ରରେ। ଅଖିଳ…

ସିମେଣ୍ଟ କାରଖାନାରେ ବିସ୍ଫୋରଣ, ୩ ଇଞ୍ଜିନିୟରଙ୍କ ମୃତ୍ୟୁ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ରାମଗଢ ଜିଲ୍ଲାର ବରକାକାନା ଅଞ୍ଚଳରେ ଥିବା ଏକ ସିମେଣ୍ଟ କାରଖାନାରେ ଭୟଙ୍କର ଦୁର୍ଘଟଣା ଘଟିଛି । ବରକାକାନା ହେହଲସ୍ଥିତ ମା ଛିନ୍ନମସ୍ତିକା ସିମେଣ୍ଟ ଆଣ୍ଡ ଇସ୍ପାତ ପ୍ରାଇଭେଟ୍ ଲିମିଟେଡରେ ଟର୍ବାଇନ୍ ବିସ୍ଫୋରଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି…