ମଲ୍ ରେ ଧସିଲା ସେଣ୍ଟ୍ରିଂ, ୩ ଶ୍ରମିକ ମୃତ
ମଥୁରା : ମଥୁରା ବୃନ୍ଦାବନରେ ଏକ ନିର୍ମାଣାଧୀନ ମଲରେ ଅଭାବନୀୟ ଅଘଟଣ । ଓମେକ୍ସ କୋର୍ଟୟାର୍ଡ ମଲ୍ ରେ ଢଳେଇ କାମ ଚାଲିଥିବା ବେଳେ ହଠାତ୍ ସେଣ୍ଟ୍ରିଂ ଧସିବା ଯୋଗୁଁ ୩ ଜଣ ଶ୍ରମିକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି ।…
ମଥୁରା : ମଥୁରା ବୃନ୍ଦାବନରେ ଏକ ନିର୍ମାଣାଧୀନ ମଲରେ ଅଭାବନୀୟ ଅଘଟଣ । ଓମେକ୍ସ କୋର୍ଟୟାର୍ଡ ମଲ୍ ରେ ଢଳେଇ କାମ ଚାଲିଥିବା ବେଳେ ହଠାତ୍ ସେଣ୍ଟ୍ରିଂ ଧସିବା ଯୋଗୁଁ ୩ ଜଣ ଶ୍ରମିକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି ।…
ଜୟପୁର : ରାଜସ୍ଥାନର ଜୟପୁରରେ CJP କର୍ମୀଙ୍କୁ ଆକ୍ରମଣ କରିଛନ୍ତି ଗ୍ରାମବାସୀ । CJP କର୍ମୀଙ୍କୁ ଠେଲାପେଲା କରିବା ସହ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ ଗ୍ରାମବାସୀ । ରାଜସ୍ଥାନ ଜୟପୁରର ରାମପୁରା କନୱରପୁରାଠାରେ ଥିବା ଏକ ସରକାରୀ ସ୍କୁଲ ପରିଦର୍ଶନ ସମୟରେ…
ଆମେରିକା : ଆମେରିକାର ଆଲାସ୍କାର ପଶ୍ଚିମ ଅଞ୍ଚଳରେ ଏକ ଚାର୍ଟର୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ ୨ ପାଇଲଟଙ୍କ ସହିତ ୬ ଜଣ ଯାତ୍ରୀ ରହିଥିଲେ । ବିମାନରେ ମୋଟ ୮ ଜଣ ଥିଲେ । ମୃତକମାନଙ୍କ ପରିଚୟ…
ଭଦ୍ରକ: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାର ୧୩୯ଟି ସ୍କୁଲକୁ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସୂଚନା ଅନୁଯାୟୀ, ଭଦ୍ରକ, ତିହିଡ଼ି,…
ବଲାଙ୍ଗିର : ସ୍ତ୍ରୀ ଘରକୁ ଫେରିବ ବୋଲି ନରବଳି । ବଲାଙ୍ଗିର ଥାନା ବଗଡା ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ପାରିବାରିକ ଶାନ୍ତି ଓ ସ୍ଵାମୀ ସ୍ତ୍ରୀ ବିବାଦ ସମାଧାନ ସହିତ ସ୍ତ୍ରୀ ନିଜଘରକୁ ଫେରିବ ବୋଲି ନରବଳି…
ବାରଙ୍ଗ : ମଞ୍ଚେଶ୍ଵର ରେଳ ଷ୍ଟେସନରେ ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି । ଯୁବକଙ୍କ ପରିଚୟ ମିଳି ପାରିନଥିବା ବେଳେ ତାଙ୍କ ବୟସ ଅନୁମାନ ୪୦ ହେବ। ସେ ଆଖପାଖ ଅଞ୍ଚଳରେ କାର୍ଯ୍ୟ କରୁଥିବା ଅନୁମାନ କରାଯାଉଛି । ଯୁବକ…
ଭୁବନେଶ୍ୱର : କ୍ଷମା ମାଗିଲା ଅଟୋ ଡ୍ରାଇଭର ସଂଘ । ମାଷ୍ଟରକ୍ୟାଣ୍ଟିନରେ ଅନଲାଇନ ଅଟୋ ଚାଳକଙ୍କ ହିଂସାତ୍ମକ ଆଚରଣ । ମୁହଁ ଖୋଲିଲେ ସ୍ମାର୍ଟ ସିଟି ଅନଲାଇନ ଟ୍ୟାକ୍ସି ଓ ଅଟୋମହାସଂଘର ସଭାପତି ଦୀନବନ୍ଧୁ ନାୟକ । ସେଦିନର ଘଟଣା ପାଇଁ…
ଭୁବନେଶ୍ୱର: ରାଜ୍ୟ ପୋଲିସ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଆଜି ବରିଷ୍ଠ ଆଇପିଏସ୍ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ସରକାରୀ ସ୍ତରରେ ପ୍ରକାଶିତ ନୂତନ ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟର କିଛି ଅଭିଜ୍ଞ ତଥା ବରିଷ୍ଠ ପୋଲିସ…
ଭୁବନେଶ୍ୱର : ସପ୍ତାହେ ପ୍ରବଳ ବର୍ଷିବ । ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି…
ଭୁବନେଶ୍ୱର : ରାଜ୍ୟ ସରକାର ଜେଲ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ବାର୍ଷିକ ୟୁନିଫର୍ମ ଭତ୍ତା ଦୁଇ ଗୁଣ ବୃଦ୍ଧି କରିବାକୁ ଅନୁମୋଦନ କରିଛନ୍ତି । ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି । ନିଷ୍ପତ୍ତି…