August 2026

ଝାଡ଼ଖଣ୍ଡ ସରକାରଙ୍କୁ ଶକ୍ତ ଝଟକା, JPSC ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରହିତାଦେଶ

ରାଞ୍ଚି: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ସରକାରଙ୍କୁ ଶକ୍ତ ଝଟକା ଲାଗିଛି। ଝାଡ଼ଖଣ୍ଡ ହାଇକୋର୍ଟ JPSC ପରୀକ୍ଷା ରଦ୍ଦ କରିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି। ଏହାସହ ଏହି ମାମଲାରେ ୧୫ ଦିନ ମଧ୍ୟରେ ଜବାବ ଦାଖଲ…

ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ, ୧୯୮୪ ଦଙ୍ଗା ମାମଲାରେ ଆଜୀବନ ସଜା କାଟୁଥିଲେ

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ ଘଟିଛି। ୧୯୮୪ ଶିଖ୍‌-ବିରୋଧୀ ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ସଜ୍ଜନ କୁମାର ଅସୁସ୍ଥତା ଯୋଗୁଁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲକୁ ଆସିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ…

ପତ୍ନୀ ଓ ଭଉଣୀକୁ ହତ୍ୟା କରିବା ପରେ ନିଜ ଜୀବନ ହାରିଲେ ବ୍ୟାଙ୍କ କର୍ମଚାରୀ

ଲକ୍ଷ୍ନୌ : ଲକ୍ଷ୍ନୌର ଗୋମତୀ ନଗର ଅଞ୍ଚଳରେ ଜଣେ ବ୍ୟାଙ୍କ କର୍ମଚାରୀ ନିଜ ସ୍ତ୍ରୀ ଓ ଭଉଣୀଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜ ଜୀବନକୁ ଶେଷ କରିଛନ୍ତି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି…

କ୍ୟାନସରକୁ ହରାଇବ ମଡେର୍ଣ୍ଣା ଟିକା

ନୂଆଦିଲ୍ଲୀ : କ୍ୟାନସରକୁ ହରାଇବ ମଡେର୍ଣ୍ଣା ଟିକା । ମଡେର୍ଣ୍ଣା ଏବଂ ମର୍କ କମ୍ପାନୀର କ୍ୟାନସର ଟିକା ‘ଇନଟିସମେରାନ୍’ ଏକ ଐତିହାସିକ ଶେଷ ପର୍ଯ୍ୟାୟ ବା ଫେଜ୍-୩ କ୍ଲିନିକାଲ୍ ପରୀକ୍ଷାରେ ସଫଳତା ପାଇଛି । ଏହି ବଡ଼ ସଫଳତା ଯୋଗୁଁ ବିଶ୍ୱର…

ଆସିଲା ସୁପ୍ରିମ ରାୟ, ସନ୍ତାନଙ୍କୁ ସମ୍ପତ୍ତିରୁ ବେଦଖଲ କରିପାରିବେ ମାତାପିତା

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଣି କରିଛନ୍ତି । ବୟସ ବଢିବାର ଅର୍ଥ ନୁହେଁ ଯେ, ଅପମାନ ହେବା । ପ୍ରତ୍ୟେକ ବ୍ୟକ୍ତିଙ୍କୁ ଜୀବନ ସାରା ସମ୍ମାନର ସହ ବଞ୍ଚିବାର ଅଧିକାର ରହିଛି । ଯଦି ବାପା-ମାଙ୍କ ସୁରକ୍ଷାରେ କିମ୍ବା…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରି ଭୁସି ହତ୍ୟା କଲା ଛାତ୍ର

ହାଇଦ୍ରାବାଦ: ତେଲଙ୍ଗାନାର ନଲଗୋଣ୍ଡା ଜିଲ୍ଲାରେ ଜଣେ ସ୍କୁଲର ପ୍ରିନ୍ସିପାଲଙ୍କୁ ହତ୍ୟା କରିବା ଅଭିଯୋଗରେ ଦୁଇଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଗିରଫ କରିଛି ପୋଲିସ । ନାଗାର୍ଜୁନ ପବ୍ଲିକ ସ୍କୁଲର ପ୍ରିନ୍ସିପାଲ ୪୯ ବର୍ଷୀୟା କାଲ୍ଲୁ ରୂପା ରେଡ୍ଡୀ ଅଗଷ୍ଟ ୧୧ରେ ନିଜ…

କେନିଆରେ ବିମାନ ଦୁର୍ଘଟଣା, ୭ ମୃତ

ନୂଆଦିଲ୍ଲୀ : କେନିଆର ସାମ୍ବୁରୁ କାଉଣ୍ଟିରେ ଏକ ପର୍ଯ୍ୟଟକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଏହି ଦୁର୍ଘଟଣାରେ ଇକ୍ୱାଡୋରର ଗୁଇନ୍ଦା ମୁଖ୍ୟ ମିକେଲ ସେନ୍ସି-କୋଣ୍ଟୁଗି, ତାଙ୍କ ପତ୍ନୀଙ୍କ ସମେତ ମୋଟ ୭ ଜଣଙ୍କ ମୃତ୍ୟୁ ଘଟିଛି । କେନିଆ ବେସାମରିକ ବିମାନ ଚଳାଚଳ…

ତହସିଲଦାରଙ୍କ ଘରେ ଭିଜିଲାନ୍ସ,, ଗାଡ଼ି ଯାଞ୍ଚ ବେଳେ ୫ ଲକ୍ଷ ଟଙ୍କା ଜବତ

ସୁନ୍ଦରଗଡ଼ : ଭିଜିଲାନ୍ସ ଟିମ୍ ୫ ଲକ୍ଷ ଟଙ୍କା ନଗଦ ଜବତ କରିଛି । ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ତହସିଲଦାର ତଥା ସବ୍‌ରେଜିଷ୍ଟ୍ରାର ମୁରଲୀଧର ଉର୍ମାଲଙ୍କୁ ରାଜାବସା ଛକ ନିକଟରେ କାବୁ କରିଛି । ମୁରଲୀଧର ଉର୍ମାଲ ଲାଠିକଟା କାର୍ଯ୍ୟାଳୟରୁ ଭଡ଼ା…

ବିଲ ପାଣିରୁ ମୃତଦେହ ମିଳିବା ଘଟଣା: ମିଳିଲା ଯୁବକଙ୍କ କଟାମୁଣ୍ଡ, ବଳି ଦେଇଥିବା ଚର୍ଚ୍ଚା

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ବିଲରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାର ନୂଆ ମୋଡ। ମୃତ ଯୁବକ ଜଣକ ବଗଡା ଗାଁର ସନ୍ତୋଷ ଖର୍ସେଲ (୪୦) ହୋଇଥିବା ବେଳେ ତାଙ୍କୁ ବିଭତ୍ସ ହତ୍ୟା କରାଯାଇଥିବା ଜଣାପଡିଛି।…

ଖୁବଶୀଘ୍ର ନନ୍ଦନକାନନକୁ ଆସିବ ଅଷ୍ଟ୍ରେଲିଆର ରେଡ୍ କଙ୍ଗାରୁ

ଭୁବନେଶ୍ବର : ନନ୍ଦନକାନନରୁ ଖୁସି ଖବର। ଆସୁଛନ୍ତି ନୂଆ ବିଦେଶୀ ଅତିଥି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମହାଦେଶରୁ ଅନେକ ବିରଳ ତଥା ବିଦେଶୀ ପ୍ରଜାତିର ବନ୍ୟଜନ୍ତୁ ନନ୍ଦନକାନନ ଆଣିବା ନେଇ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ବିଦେଶୀ ଜୀବଜନ୍ତୁଙ୍କ…