August 2026

ରାମ ମନ୍ଦିର ଦାନ ଅର୍ଥ ଦୁର୍ନୀତି ମାମଲା; ଚମ୍ପତ ରାୟ ଓ ଅନିଲ ମିଶ୍ରଙ୍କୁ କ୍ଲିନ୍‌ଚିଟ୍

ଅଯୋଧ୍ୟା : ଅଯୋଧ୍ୟା ଶ୍ରୀ ରାମ ମନ୍ଦିର ଦାନ ଅର୍ଥ ଦୁର୍ନୀତି ମାମଲାରେ ଏସଆଇଟି ନିଜର ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିଛି । ଏହି ରିପୋର୍ଟରେ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପୂର୍ବତନ ମହାସଚିବ ଚମ୍ପତ ରାୟ ଏବଂ…

ଲାଞ୍ଚ ନେଇ ଧରା ହେଲେ CDPO, ଅଫିସ ଓ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ବର : ଲାଞ୍ଚ ନେଲା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ବାଲେଶ୍ବର ପୌରପାଳିକା ତଥା ସଦର ବ୍ଲକ୍ ଦାୟିତ୍ୱରେ ଥିବା ସି. ଡି.ପି.ଓ ମଧୁସ୍ମିତା ମହାନ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ । ତେବେ ଅଭିଯୋଗ ଅନୁଯାୟୀ ରେମୁଣା ଅଞ୍ଚଳର ରାମଚନ୍ଦ୍ର…

ଓଡ଼ିଶା ଡିଜିପି ନିଯୁକ୍ତି ପ୍ରସଙ୍ଗ; ସେପ୍ଟେମ୍ବର ୨ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର : ଓଡ଼ିଶା ଡିଜିପି ନିଯୁକ୍ତି ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ପିଆଇଏଲ ପ୍ରସଙ୍ଗରେ ଆସନ୍ତା ସେପ୍ଟେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ ହୋଇଛି। ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର।…

ଯୁବକର ଉନ୍ମତ୍ତ କାଣ୍ଡ, ବାପା, ମାଆ ସହ ପୋଲିସକୁ କଲା ଛୁରା ମାଡ଼

ଗୋପ : ପ୍ରଥମେ ବାପା, ମାଆଙ୍କୁ ଛୁରା ମାଡ଼ କଲା ପୁଅ । ପୁଅକୁ ଧରିବା ପାଇଁ ପୋଲିସ ପହଞ୍ଚିବାରୁ ପୋଲିସକୁ ମଧ୍ୟ ଛୁରା ମାଡ଼ । ପୁରୀ ଜିଲ୍ଲା ଗୋପ ଥାନା ଗଣେଶ୍ୱରପୁର ଗାଁର ଦୃଶ୍ୟ । ପାରିବାରିକ କଳହରୁ…

ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ହଜାରେ କୋଟିର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦, ଜଳସେଚିତ ଜମି ପାଇଁ ୧୭୦୦୦ ଘୋଷଣା କରିଛନ୍ତି ।…

ଗୋବରୀରେ କୁମ୍ଭୀର ଆତଙ୍କ, ନଦୀକୁ ନ ଯିବା ପାଇଁ ପରାମର୍ଶ

କେନ୍ଦ୍ରାପଡ଼ା: ଗୋବରୀରେ କୁମ୍ଭୀର ଆତଙ୍କ । କେନ୍ଦ୍ରାପଡ଼ା ଭାସ୍କର ସିନେମା ପଛପାଖ ଗୋବରୀ ନଦୀରେ କୁମ୍ଭୀର । ରବିବାର ରାତିଠାରୁ ଏଭଳି ଖବର ସହର ସମେତ ଉପକଣ୍ଠ ଅଞ୍ଚଳରେ ପ୍ରଚାରିତ ହେବାକୁ ଲାଗିଛି । ସ୍ଥାନୀୟ ଅଞ୍ଚଳର କିଛି ଲୋକ ଗୋବରୀରେ…

ବନ୍ୟାଞ୍ଚଳରେ ଗୃହପାଳିତ ପଶୁଙ୍କୁ ଉଚ୍ଚ ସ୍ଥାନକୁ ନେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ବନ୍ୟାରେ ୭ ଜିଲ୍ଲା ପ୍ରଭାବିତ ହୋଇଛି । ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡ଼ା ପ୍ରଭାବିତ ହୋଇଥିବା କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ । ଏ ସବୁ ଜିଲ୍ଲାରେ ସତର୍କ ସୂଚନା ସହ…

ଖୋଲିଲା ହୀରାକୁଦର ଆଉ ୩ ଗେଟ, ୧୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୧୦ ଗେଟ୍ ଖୋଲା । ପୂର୍ବରୁ ୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁ ହୀରାକୁଦର ଆଉ ୩ଟି ଗେଟ ଖୋଲାଯାଇଛି । ବର୍ତ୍ତମାନ ୧୦ଟି ଗେଟ୍ ଦେଇ…

ବିପଦ ସଙ୍କେତ ଉପରେ ବୈତରଣୀ ଓ ଜଳକା, ତଳିଆ ଅଞ୍ଚଳ ଉପରେ ନଜର

ଭୁବନେଶ୍ୱର : ବିପଦ ସଙ୍କେତ ଉପରେ ବୈତରଣୀ-ଜଳକା । ଲଗାଣ ବର୍ଷା ଯୋଗୁ ରାଜ୍ୟର ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ଜଳକାର ଜଳସ୍ତର ବିପଦ ସଙ୍କେତ ଅତିକ୍ରମ କରିଛି । ଆଜି ସକାଳ ୯ଟା ସୁଦ୍ଧା କେନ୍ଦ୍ରୀୟ ଜଳ ଆୟୋଗର…

ପ୍ରେମିକାକୁ ହତ୍ୟା ଅଭିଯୋଗ, ବନ୍ଧା ହେଲା ପ୍ରେମିକ

ସମ୍ବଲପୁର : ପ୍ରେମିକାକୁ ହତ୍ୟା ଅଭିଯୋଗ, ପ୍ରେମିକ କୋର୍ଟଚାଲାଣ । ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ବୁନ୍ଦୁକାମାଲର ଅଭିଯୁକ୍ତ ପ୍ରେମିକ ଅନୁଜ ଲୁଗୁନ ଗିରଫ । ଗଡ଼ପୋଷ ଫାଣ୍ଡି ଦେଉରୀପଡ଼ାର ଲିଲିମା ଭେଙ୍ଗରାଙ୍କ ଅଭିଯୋଗ କ୍ରମେ ପୋଲିସ ଏହି ହତ୍ୟା ମାମଲାର…