ବୈତରଣୀରେ ପୁଣି ବନ୍ୟା ଆଶଙ୍କା, ସତର୍କ ରହିବାକୁ ପରାମର୍ଶ
ଆଖୁଆପଦା: ରାଜ୍ୟରେ ଜାରି ରହିଛି ବର୍ଷା। ବୈତରଣୀରେ ପୁଣି ବନ୍ୟା ଆଶଙ୍କା। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ୁଛି। ବୈତରଣୀରେ ନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି। ନଦୀର ଉପରମୁଣ୍ଡ ଚମ୍ପୁଆରେ ଗତ ୨୪ ଘଣ୍ଟାରେ…
ଆଖୁଆପଦା: ରାଜ୍ୟରେ ଜାରି ରହିଛି ବର୍ଷା। ବୈତରଣୀରେ ପୁଣି ବନ୍ୟା ଆଶଙ୍କା। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ୁଛି। ବୈତରଣୀରେ ନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି। ନଦୀର ଉପରମୁଣ୍ଡ ଚମ୍ପୁଆରେ ଗତ ୨୪ ଘଣ୍ଟାରେ…
ଚମୋଲି: ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାର ପିପଲକୋଟିସ୍ଥିତ ଟେହରି ହାଇଡ୍ରୋ ଡେଭଲପମେଣ୍ଟ କର୍ପୋରେସନ୍ ଲିମିଟେଡ୍ (ଟିଏଚ୍ଡିସି) ପ୍ରକଳ୍ପରେ ନିର୍ମାଣାଧୀନ ସୁଡ଼ଙ୍ଗର ଏକ ଅଂଶ ଗୁରୁବାର ଭୁଶୁଡ଼ି ପଡ଼ିଛି। ସୁଡ଼ଙ୍ଗ ଭିତରକୁ ମାଟି ଓ ପାଣି ପଶିଯିବାରୁ ସେଠାରେ କାମ କରୁଥିବା ଅନେକ ଶ୍ରମିକ…
ନୂଆଦିଲ୍ଲୀ: ଫୁକେଟ୍-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର କ୍ୟାପ୍ଟେନଙ୍କ ଡୋପ୍ ଟେଷ୍ଟ ପଜିଟିଭ୍ ଆସିବା ପରେ ଏୟାର ଇଣ୍ଡିଆ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଏଣିକି ଏୟାର ଇଣ୍ଡିଆ ଓ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ର ସମସ୍ତ ପାଇଲଟଙ୍କର ବାଧ୍ୟତାମୂଳକ ଡୋପ୍ ଟେଷ୍ଟ କରାଯିବ।…
କିଭ୍: ୟୁକ୍ରେନ ଉପରେ ପୁନର୍ବାର ରୁଷ୍ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। କିଭ୍ ପ୍ରଶାସନ ତରଫରୁ ମିଳିଥିବା ସୂଚନାନୁଯାୟୀ ମଙ୍ଗଳବାର ରାତିସାରା ହୋଇଥିବା ଆକ୍ରମଣରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବହୁ ଲୋକ ଆହତ ହୋଇଛନ୍ତି। ଏହି ଆକ୍ରମଣରେ ମସ୍କୋ ଉତ୍ତର…
ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ସୀମାନ୍ତ ବାସ୍ତବ ନିୟନ୍ତ୍ରଣ ରେଖା (ଏଲଏସି) ନିକଟରେ ଭାରତୀୟ ସେନାକୁ ପେଟ୍ରୋଲିଂ ପଏଣ୍ଟକୁ ଯିବାରେ ଚୀନ ସେନା ବାଧା ଦେଉଥିବା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଅରୁଣାଚଳ ପ୍ରଦେଶର ଆଞ୍ଚଳିକ ଦଳ ପିପୁଲ୍ସ ପାର୍ଟି ଅଫ୍…
ମହାରାଷ୍ଟ୍ର : ମହାରାଷ୍ଟ୍ର ନାନ୍ଦେଡ଼ରେ ଶିରୋମଣି ଅକାଳୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ହୋଇଛି । ନାନ୍ଦେଡ଼ସ୍ଥିତ ଗୁରୁଦ୍ୱାର ମାତା ସାହିବ କୌରକୁ ଦର୍ଶନ କରିବାକୁ ଯାଇଥିବା ବେଳେ ନିହଙ୍ଗ…
ଲଦାଖ : ଆଜି ସକାଳେ ଲଦାଖର ଲେହରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୫ ଥିବା ଜଣାପଡିଛି । ଫଳରେ ଲୋକ ଭୟରେ ଘରୁ ବାହାରକୁ ଦୌଡି ଆସିଥିଲେ । ସୂଚନାନୁଯାୟୀ, ଆଜି ସକାଳ ପ୍ରାୟ ୬ଟା…
ନୂଆଦିଲ୍ଲୀ: NEET ପରୀକ୍ଷା ବିରୋଧରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ସଂସଦରେ ଜାରି ଅଚଳାବସ୍ଥା ମଧ୍ୟରେ ଗୁରୁବାର ଦିନ ମୌସୁମୀ ଅଧିବେଶନର ଶେଷ ଦିନ ଲୋକସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଛି। ଅଧିବେଶନଟି ବନ୍ଦେ ମାତରମ୍…
ନୂଆଦିଲ୍ଲୀ: ଯେପର୍ଯ୍ୟନ୍ତ ଆମେରିକା ତା’ର ଆଚରଣ ପରିବର୍ତ୍ତନ କରି ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନର ସର୍ତ୍ତଗୁଡ଼ିକୁ ଗ୍ରହଣ କରିନାହିଁ, ସେପର୍ଯ୍ୟନ୍ତ ହର୍ମୁଜ୍ ପ୍ରଣାଳୀ ବନ୍ଦ ରହିବ। ଏଭଳି କହିଛନ୍ତି ଇରାନର ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦର ନବନିଯୁକ୍ତ ସଚିବ। ଯାହା…
ଭୁବନେଶ୍ୱର: ଭୁବନେଶ୍ବରରେ ନିର୍ମାଣ ହେବ ’ସମର୍ପିତ ବସ୍ ପଥ’ (ଡେଡିକେଟେଡ୍ ବସ୍ ଲେନ୍)। ଏହି ଲେନ୍ରେ ସାଧାରଣ ବସ୍ ସହ ସ୍କୁଲ୍ ବସ୍ ଏବଂ ଆମ୍ବୁଲାନ୍ସ ଆଦି ଜରୁରୀକାଳୀନ/ଅତ୍ୟାବଶ୍ୟକ ସେବା ଯାନବାହନକୁ ପ୍ରାଥମିକତା ଦିଆଯିବ। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ…