August 2026

କାଠ ଫାଳିଆରେ ପିଟି ପିଟି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ଘଟଗାଁ: ପାରିବାରିକ କଳହରୁ କରୁଣ ପରିଣତି । କାଠଫାଳିଆରେ ପିଟି ପିଟି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ବାଙ୍କପାଟୁଳି ଗାଁରୁ ଆସିଛ ଏହି ଅଭିଯୋଗ । ଅଭିଯୁକ୍ତ ସ୍ତ୍ରୀ ଯାତ୍ରୀ ମୁଣ୍ଡାଙ୍କୁ ଗିରଫ କରିଛି…

ପାଟଣେଶ୍ୱରୀ ମନ୍ଦିର ନିକଟରେ ଅଜଣା ବ୍ୟକ୍ତିଙ୍କୁ ହତ୍ୟା

ସମ୍ବଲପୁର: ସମ୍ବଲପୁରରେ ଚାଞ୍ଚଲ୍ୟ । ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ନେଇ ସୂଚନା ମିଳିଛି । ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ମା’ ପାଟଣେଶ୍ୱରୀ ମନ୍ଦିର ପଛ ପଟେ ଜଣେ ବ୍ୟକ୍ତିଙ୍କୁ କେହି ହତ୍ୟା କରିଥିବା ଅଭିଯୋଗ ହୋଇଛି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୪୮ ଘଣ୍ଟାରେ ଆହୁରୀ ଘନୀଭୂତ ହେବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ! । ୪୮ ଘଣ୍ଟାରେ ଆହୁରୀ ଘନୀଭୂତ ହେବା ସମ୍ଭାବନା । ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ପ୍ରଭାବରେ ରାଜ୍ୟର ସ୍ଥାନରେ ପ୍ରବଳରୁ ଅତି ପ୍ରବଳ…

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ୬୩.୬୪%

କଟକ : ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ପକ୍ଷରୁ ୨୦୨୬ ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା (୨ୟ), ୨୦୨୬ର ଫଳାଫଳ ପ୍ରକାଶ ପାଇଛି । ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ ମୋଟ ୫,୭୬୦ ଜଣ…

ପ୍ରଦୂଷଣ ରୋକିବା ପାଇଁ ପଦକ୍ଷେପ ନେବା ଦାବିରେ କଂଗ୍ରେସର ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ ଡାକରା

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ କୋଇଲା ଏବଂ ଫ୍ଲାଏ ପାଉଁଶର ବ୍ୟାପକ ପରିବହନ ଯୋଗୁଁ ହେଉଥିବା ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନେବା ଦାବିରେ ବୁଧବାର ଦିନ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ୧୨ ଘଣ୍ଟିଆ ବନ୍ଦ ସମୟରେ…

କଲମ୍ବିଆରେ ଶକ୍ତିଶାଳୀ ଭୂମିକମ୍ପ : ୧୩୨ ମୃତ, ୨୭୦୦ ନିଖୋଜ

ନୂଆଦିଲ୍ଲୀ : କଲମ୍ବିଆରେ ଭୟଙ୍କର ଭୂମିକମ୍ପ ପରେ ଉଦ୍ଧାର ଓ ସନ୍ଧାନ ଅଭିଯାନ ଜୋରଦାର ଭାବେ ଜାରି ରହିଛି । ଭୂମିକମ୍ପର ତୀବ୍ରତା ୭.୪ ରହିଥିଲା । ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୧୩୨ରେ ପହଞ୍ଚିଥିବା ବେଳେ ୫୭୦ରୁ ଅଧିକ ଲୋକ ଆହତ…

ସିରିଆର ପୂର୍ବତନ ରାଷ୍ଟ୍ରପତି ବଶର ଅଲ ଅସଦ ଓ ଭାଇ ମୋହର ଅଲ ଅସଦଙ୍କୁ ମୃତ୍ୟୁ ଦଣ୍ଡାଦେଶ

ନୂଆଦିଲ୍ଲୀ : ସିରିଆର ପୂର୍ବତନ ରାଷ୍ଟ୍ରପତି ବଶର ଅଲ ଅସଦ ଏବଂ ତାଙ୍କ ଭାଇ ମୋହର ଅଲ ଅସଦଙ୍କୁ ମୃତ୍ୟୁଦଣ୍ଡ ଶୁଣାଇଛନ୍ତି କୋର୍ଟ । ୧୧ ଅଗଷ୍ଟ ୨୦୨୬ରେ ଦାମାସ୍କସର ଏକ ଅଦାଲତ ତାଙ୍କ ଅନୁପସ୍ଥିତିରେ ମୃତ୍ୟୁଦଣ୍ଡ ଶୁଣାଇଛନ୍ତି । ଏହା…

ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀରେ ହାଇଆଲର୍ଟ, ୧୯ ମୋଷ୍ଟ ୱାଣ୍ଟେଡ ଆତଙ୍କୀଙ୍କ ପୋଷ୍ଟର ଜାରି

ନୂଆଦିଲ୍ଲୀ : ସ୍ବାଧୀନତା ଦିବସରେ ଆତଙ୍କୀ ଆକ୍ରମଣ ସମ୍ଭାବନାକୁ ନେଇ ଦିଲ୍ଲୀ ପୋଲିସ ସମଗ୍ର ରାଜ୍ୟରେ ହାଇ ଆଲର୍ଟ ଜାରି କରିଛି । ସତର୍କତା ଦୃଷ୍ଟିରୁ ପୋଲିସ ସହରର ପ୍ରମୁଖ ସ୍ଥାନ, ସାର୍ବଜନୀନ ସ୍ଥାନ ଏବଂ ବ୍ୟସ୍ତବହୁତ ବଜାରରେ ୧୯ ଜଣ…

ସୌରଭ ଗାଙ୍ଗୁଲି ଓ ପତ୍ନୀ ଡୋନାଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ତଥା ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି । ଗାଙ୍ଗୁଲିଙ୍କ ସମେତ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ମଧ୍ୟ ଜୀବନରୁ ମାରିଦେବା ପାଇଁ ଧମକ ମିଳିଛି ।…

ଦୁଇ ଝିଅକୁ ହତ୍ୟା କରିବା ପରେ ବାପାଙ୍କ ଆତ୍ମହତ୍ୟା ଉଦ୍ୟମ

ବେଙ୍ଗାଲୁରୁ : ନିଜ ପିଲାକୁ ଚାପୁଡ଼ାଟିଏ ମାରିବା ମଧ୍ୟ ଜଣେ ବାପା ପାଇଁ ବହୁତ କଷ୍ଟକର । ଆଉ ଜୀବନରୁ ଶେଷ କରିବା କଥା କେମିତି ଜଣେ ବାପା ଭାବିପାରେ । ହେଲେ ବେଳେ ବେଳେ ପରିସ୍ଥିତି ଏମିତି ସମୟ ଆଣେ…