ଅବତରଣ ବେଳେ ଲେଜର ଆଲୋକରେ ଶିକାର ହେଲା ବିମାନ; ବର୍ତ୍ତିଲେ ୧୫୯ ଯାତ୍ରୀ
କଲକାତା:କଲକାତା ବିମାନବନ୍ଦରରେ ବଡ ଅଘଟଣ।ମାଲେସିଆ ଏୟାରଲାଇନ୍ସର MH-184 ବିମାନଟି କଲକାତା ବିମାନବନ୍ଦରରେ ଅବତରଣ କରିବା ସମୟରେ ଲେଜର ଆଲୋକରେ ଶିକାର ହୋଇଛି।ବିମାନଟି କ୍ୱାଲାଲମ୍ପୁରରୁ ୧୫୯ ଜଣ ଯାତ୍ରୀଙ୍କୁ ନେଇ କଲକାତା ଆସୁଥିବା ବେଳେ ଘଟିଛି ଏଭଳି ଘଟଣା। ଲେଜର ଆଲୋକ ସିଧାସଳଖ…