August 2026

ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟ ବନ୍ୟା, ବଢ଼ିଲା ନଦୀକୂଳିଆଙ୍କ ଚିନ୍ତା

ଯାଜପୁର ଟାଉନ: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟବନ୍ୟା। ଆଖୁଆପଦା, ବଲ୍ଲଭିଘାଟ ଓ ଦଶରଥପୁରରେ ବୈତରଣୀରେ ଜଳସ୍ତର ବୃଦ୍ଧି ପାଇଛି । ଆଖୁଆପଦାରେ ବିପଦ ସଂକେତ ୧୮ ଦଶମିକ ୩୩ ମିଟର ଥିବା ବେଳେ ବର୍ତ୍ତମାନ ସତର୍କ ସୂଚନା ଉପରେ…

AI ବାଘ ଫଟୋ ଭାଇରାଲ୍ କରି ବନ୍ଧା ହେଲେ ଯୁବକ

ଯାଜପୁର: AI ବାଘ ଫଟୋ ଛାଡ଼ି ଲୋକଙ୍କୁ ଆତଙ୍କିତ କଲେ ଯୁବକ। ଶେଷରେ ଥାନାକୁ ନେଲା ପୋଲିସ । ସୋସିଆଲ ମିଡିଆରେ ଏଆଇ ତିଆରି ବାଘ ଫଟୋ ଭାଇରାଲ୍ କରି ଅଞ୍ଚଳରେ ଆତଙ୍କ ସୃଷ୍ଟି କରିବା ଯୁବକଙ୍କୁ ମହଙ୍ଗା ପଡ଼ିଛି ।…

‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ରାଜ୍ୟରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଆଜିଠାରୁ ୧୭ ଯାଏଁ ସବୁଠି ଉଡ଼ିବ ଜାତୀୟ ପତାକା । ତ୍ରିରଙ୍ଗା ପଦଯାତ୍ରାରେ କମ୍ପିଲା ରାଜଧାନୀ । ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ଛାତ୍ରଛାତ୍ରୀ ଓ…

ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୪ ଗେଟ୍ । ଏବେ ମୋଟ ୧୨ ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ । ବାମପାର୍ଶ୍ବରେ ୮ ଓ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ପାଣି ନିଷ୍କାସନ ହେଉଛି । ପୂର୍ବରୁ ୮ଟି…

ଜଳକାରେ ପୁଣି ବନ୍ୟା, ଜମିରେ ଲହଡ଼ି ମାରୁଛି ପାଣି

ଜଳେଶ୍ବର: ଜଳକାରେ ବନ୍ୟା ଯୋଗୁ ହତାଶ ହୋଇଛନ୍ତି ଚାଷୀ। ବନ୍ଯା ଜଳ ନିଷ୍କାସନ ସୁବିଧା ନଥିବାରୁ ଏବେ ବି ହଜାର ହଜାର ହେକ୍ଟର ଚାଷ ଜମିରେ ଲହଡି ମାରୁଛି ବନ୍ଯା ପାଣି। କିଛି ଦିନରୁ ପୂର୍ବରୁ ରୁଆ ଯାଇଥିବା ଧାନତଳି ପଚିଗଲାଣି।…

ବୈତରଣୀ ଓ ସାଳନ୍ଦୀରେ କମୁଛି ପାଣି, ଘାଇ ଯୋଗୁଁ ଏବେବି ୮ ଗାଁ ଜଳବନ୍ଦୀ

ଭଦ୍ରକ: ବିପଦ ସଙ୍କେତ ତଳେ ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର। ଆଖୁଆପଦାରେ ବୈତରଣୀ ନଦୀ ଜଳସ୍ତର ସତର୍କ ସଙ୍କେତ ଅତିକ୍ରମ କରି ବିପଦ ସଙ୍କେତ ଆଡକୁ ଯାଉଥିଲା। ଆଖୁଆପଦାରେ ବିପଦ ସଙ୍କେତ ୧୮.୩୩ ଥିବାବେଳେ ଏବେ ୧୮.୩ରେ ପ୍ରବାହିତ ହେଉଛି।…

ଆସୁଛି ଆଉ ୨ ଲଘୁଚାପ, ୧୩ରୁ ୧୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲୋ ପ୍ରେସର ଏରିଆ। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ…

ଧାନ ପଞ୍ଜୀକରଣ ପାଇଁ ବାଧ୍ୟତାମୂଳକ ନୁହେଁ ‘ଆଗ୍ରିଷ୍ଟାକ୍’ ଆଇଡି : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଖରିଫ୍ ଧାନ ସଂଗ୍ରହ ପାଇଁ ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ କିଛି ସ୍ଥାନରେ ଦ୍ୱନ୍ଦ୍ୱ ଉପୁଜିଥିଲା। ତେବେ ଧାନ କିଣା ପଞ୍ଜୀକରଣ ପ୍ରକ୍ରିୟାରେ କୌଣସି ଜଟିଳତା ନାହିଁ ବୋଲି ରବିବାର ଦିନ…

‘କୌନ ବନେଗା କରୋଡ଼ପତି’ ମଞ୍ଚରେ ମାଲକାନଗିରିର ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଦା

ମାଲକାନଗିରି: ଦିନେ ମାଆଙ୍କ ସହ ଜଙ୍ଗଲରୁ ମହୁଲ ଫୁଲ ଓ ଜାଳେଣି କାଠ ସଂଗ୍ରହ କରୁଥିବା ଝିଅ ଆଜି ପହଞ୍ଚିଛନ୍ତି ବଲିଉଡର ମେଗାଷ୍ଟାର୍ ଅମିତାଭ ବଚ୍ଚନଙ୍କ ଲୋକପ୍ରିୟ ଟିଭି ଶୋ”କୌନ ବନେଗା କରୋଡ଼ପତି’ (କେବିସି)ମଞ୍ଚରେ । ସେ ହେଉଛନ୍ତି ମାଲକାନଗିରି ଜିଲ୍ଲାର…

ବଜ୍ରାଘାତରେ ଚାଲିଗଲା ଚାଷୀର ଜୀବନ, ୩ ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲାରେ ରବିବାର ହଠାତ୍ ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବାବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ପାଲଲହଡା ଥାନା ଅନ୍ତର୍ଗତ ନାଥପୋସି ଗ୍ରାମରେ ସକାଳ ପ୍ରାୟ ୧୦ ଟାରୁ ୧୦.୩୦ ସମୟରେ ପ୍ରାୟ…