August 2026

ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ଦେହାନ୍ତ, ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ହେଉଥିଲେ । ଆଜି ସକାଳ ୫ ଘଣ୍ଟା ସମୟରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ୧୯୬୭ରୁ…

ପାଲଲହଡ଼ାରେ ବ୍ୟାପୁଛି ସ୍କ୍ରବ ଟାଇଫସ୍ ଆତଙ୍କ: ଦୁଇ ଦିନରେ ୧୯ ଆକ୍ରାନ୍ତ ଚିହ୍ନଟ

ପାଲଲହଡ଼ା: ଅନୁଗୋଳ ଜିଲ୍ଲା ପାଲଲହଡ଼ା ଉପଖଣ୍ଡ ଅଞ୍ଚଳରେ ଏବେ ମାରାତ୍ମକ ସ୍କ୍ରବ ଟାଇଫସ୍ ରୋଗର ଆତଙ୍କ ଦେଖାଦେଇଛି । ବିଶେଷ କରି ସାନବାଗଦରୀ ଗାଁରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ସ୍ଥାନୀୟ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ…

୨୦ ହଜାର ଲାଞ୍ଚ ନେବା ବେଳେ ଏଏସଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଶନିବାର ବିଳମ୍ବିତ ରାତିରେ ଲହୁଣୀପଡ଼ା ଥାନାର ଜଣେ ASI ମଦନ ମୋହନ ପ୍ରଧାନଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକଙ୍କ ସହିତ ଜଣେ ଭୋଜନାଳୟ ମାଲିକଙ୍କଠାରୁ ୨୦,୦୦୦ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଏକ ଅଭିଯୋଗ…

କେବିକେ ଅଞ୍ଚଳର ଭିତ୍ତିଭୂମି ବିକାଶ ପାଇଁ ୧୩୦ କୋଟି, ପ୍ରକଳ୍ପ ପ୍ରସ୍ତାବ ଦାଖଲ ପାଇଁ ବିଭିନ୍ନ ବିଭାଗକୁ ଚିଠି

ଭୁବନେଶ୍ୱର: କେବିକେ ଅଞ୍ଚଳରେ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଭିତ୍ତିଭୂମି ବିକାଶ ପାଣ୍ଠି (ଇନ୍‌ଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡ-ଆଇଡିଏଫ୍‌)ରେ ୧୩୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହି ପାଣ୍ଠିରେ ଜଳସେଚନ, ଆନ୍ତଃଜିଲ୍ଲା ରାସ୍ତା, ଗୁରୁତ୍ୱପୂର୍ଣ୍ଣ ଗ୍ରାମ୍ୟ…

ନେପାଳରେ ଫସିଥିବା ୧୦୦ ମହାରାଷ୍ଟ୍ର ତୀର୍ଥଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର

ପାଟନା: ହଠାତ୍ ବନ୍ୟା ଯୋଗୁଁ ନେପାଳରେ ଫସି ରହିଥିବା ପ୍ରାୟ ୧୦୦ ଜଣ ମହାରାଷ୍ଟ୍ର ତୀର୍ଥଯାତ୍ରୀଙ୍କୁ ନେପାଳ ସୀମାରୁ ବିହାରକୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଥିଲା। ପରେ ଖାଦ୍ୟ, ଆଶ୍ରୟ ଓ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବା ସହିତ ସେମାନଙ୍କୁ ଟ୍ରେନ…

ଦନ୍ତ ଚିକିତ୍ସକଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିବ ମାସିକ ୨୦,୦୦୦ ଟଙ୍କାର ପ୍ରୋତ୍ସାହନ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କ ପାଇଁ ଏକ ବଡ଼ ପ୍ରୋତ୍ସାହନ ଘୋଷଣା କରାଯାଇଛି।ସରକାରଙ୍କ ନୂତନ ନିଷ୍ପତ୍ତି ଅନୁଯାୟୀ, ଏନଏମସି ଦ୍ୱାରା ସ୍ୱୀକୃତ ମେଡିକାଲ…

ମମତା ବାନାର୍ଜୀଙ୍କ ବିରୋଧରେ ମାମଲା ରୁଜୁ

କଲକାତା : ବଢିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଡୁଆ। ତୃଣମୂଳ କଂଗ୍ରେସ (ଟିଏମସି) ଛାତ୍ର ଶାଖା, ତୃଣମୂଳ ଛାତ୍ର ପରିଷଦ (ଟିଏମସିପି) ର ପ୍ରତିଷ୍ଠା ଦିବସ ପାଳନ ପାଇଁ ଆୟୋଜିତ ଏକ ଆଇନଗତ ବିବାଦ ଉପୁଜିଛି। କଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ…

ନେପାଳ ବନ୍ୟା ବିଭିଷିକା ; ଏଯାଏଁ ୬୨୬ ମୃତଦେହ ଉଦ୍ଧାର, ୨,୪୦୦ ରୁ ଅଧିକ ନିଖୋଜ

କାଠମାଣ୍ଡୁ : ନେପାଳ ବନ୍ୟାର କରୁଣ ଚିତ୍ର ଓ ଅନେକ ଛାତିଥରା ଭିଡିଓ ଭାଇରାଲ ହେଉଛି। ଯାହା ସ୍ତବ୍ଧ କରି ଦେଉଛି। ନେପାଳରେ ହଠାତ୍ ଆସିଥିବା ବନ୍ୟାରେ ଏଯାଏଁ ୬୨୬ ଜଣଙ୍କର ମୃତଦେହ ଉଦ୍ଧାର ହୋଇ ସାରିଛି। ୨,୪୦୦ ରୁ ଅଧିକ…

DGP-IGP ସମ୍ମିଳନୀରେ ପୋଲିସକୁ ୧୦ଟି ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ, ଅପରାଧ ପ୍ରତି ଜିରୋ ଟଲରାନ୍ସ

ଭୁବନେଶ୍ୱର : DGP-IGP ସମ୍ମିଳନୀ। ଫୋକସ୍ ରେ ଆଇନଶୃଙ୍ଖଳା । ଆଇନଶୃଙ୍ଖଳାରୁ ସାଇବର ଅପରାଧ, ମାଓ ଦମନ ପର୍ଯ୍ୟନ୍ତ ବିସ୍ତୃତ ଆଲୋଚନା ହୋଇଥିବା ଜଣାପଡିଛି । ପୋଲିସ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ DGP-IGP ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ…

ୟୁକ୍ରେନ ଉପରେ ରୁଷର ଆକ୍ରମଣ, ୨୭ ମୃତ

ନୂଆଦିଲ୍ଲୀ : ୟୁକ୍ରେନର ରାଜଧାନୀ କିଭ୍ ଉପରେ ରୁଷର ଆକ୍ରମଣ । ଫଳରେ ବୁଚା ଜିଲ୍ଲାରେ ରୁଷ ଆକ୍ରମଣରେ ୨୭ ଜଣ ପ୍ରାଣ ହରାଇଛନ୍ତି । ସ୍ଥାନୀୟ ଆଞ୍ଚଳିକ ସାମରିକ ପ୍ରଶାସନର ମୁଖ୍ୟ ତିମୁର ଟକାଚେଙ୍କୋଙ୍କ ସୂଚନା ଅନୁଯାୟୀ, ଏହି ଆକ୍ରମଣରେ…