ଲାଞ୍ଚ ନେବା ବେଳେ ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ କାବୁ କଲା ଭିଜିଲାନ୍ସ
ରାଉରକେଲା::ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନସ୍ପେକ୍ଟର । ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ । ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ।ସୁନ୍ଦରଗଡ-ରାଉରକେଲା ରାସ୍ତାର ବଡଗାଁ ନିକଟବର୍ତ୍ତୀ…