ଆସୁଛନ୍ତି ରାଷ୍ଟ୍ରପତି, ଆକ୍ସନ୍ ମୋଡ୍ ରେ କମିଶନରେଟ୍ ପୋଲିସ
ଭୁବନେଶ୍ୱର :ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ଆକ୍ସନ୍ ମୋଡ୍ ରେ କମିଶନରେଟ୍ ପୋଲିସ। ଏୟାରପୋର୍ଟଠାରୁ ଆରମ୍ଭ ହୋଇଛି କାରକେଡ୍ ରିହର୍ସାଲ୍। ଅଗଷ୍ଟ ୩ରୁ ୫ ତାରିଖ ଯାଏଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ଭୁବନେଶ୍ୱର ଓ କଟକରେ କଡ଼ା ସୁରକ୍ଷା ବ୍ୟବସ୍ଥା…