August 2026

୫୪୭କୁ ବୃଦ୍ଧି ପାଇଲା ନେପାଳ ମୃତ୍ୟୁ ସଂଖ୍ୟା, ୩୨୦ ଭାରତୀୟଙ୍କ ମିଳୁନି ପତ୍ତା

ନେପାଳ : ନେପାଳ ବନ୍ୟା ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଯାଏଁ ୫୪୭ ଟପିଲାଣି । ଆହୁରି ବଢ଼ିବା ଆଶଂକା । ଅନେକ ଲୋକ ନିଖୋଜ ରହିଛନ୍ତି । ପ୍ରାୟ ୧୫ ଶହ ଲୋକ ନିଖୋଜ ଥିବା ଏପର୍ଯ୍ୟନ୍ତ ଆକଳନ…

୩୦ ଫୁଟ ତଳକୁ ଖସିଲା ବସ୍, ୫ ମୃତ, ଅନେକ ଆହତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ରାଜଗଡ଼ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବ୍ୟାବରା ସହରର ଭୋପାଳ ବାଇପାସରେ ଏକ ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଯାତ୍ରୀ…

ଲକ୍ଷ୍ନୌରେ ସ୍ବାଇନ୍ ଫ୍ଲୁରେ ଜଣେ ମହିଳା ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶରେ ସ୍ବାଇନ୍ ଫ୍ଲୁକୁ ନେଇ ଚିନ୍ତା ବୃଦ୍ଧି ପାଉଛି । ଏହାରି ମଧ୍ୟରେ ସ୍ବାଇନ୍ ଫ୍ଲୁ କାରଣରୁ ଲକ୍ଷ୍ନୌରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ ମହିଳା ଜଣଙ୍କ ବୟସ ହେଉଛି ୫୦ ବର୍ଷ…

ନେପାଳରେ ପୁଣି ହାଇଆଲର୍ଟ ଜାରି, ଜଳବନ୍ଧ ଭାଙ୍ଗିବାର ସୂଚନା

ନେପାଳ: ନେପାଳରେ ଧ୍ବଂସାତ୍ମକ ଚିତ୍ର ଦେଖିବାକୁ ମିଳୁଛି । ଏପରି ପରିସ୍ଥିତିକୁ ଦୃଷ୍ଟିରେ ରଖି ନେପାଳ ପୋଲିସ ଶୁକ୍ରବାର ଏକ ଆଲର୍ଟ ଜାରି କରିଛି । ପୋଲିସ କହିଛି ଯେ, ତିବ୍ବତ ପଟେ ପୁଣିଥରେ ଜଳବନ୍ଧ ଭାଙ୍ଗିଥିବାର ସୂଚନା ମିଳିଛି ।…

ରନୱେରେ ଫାଟିଲା ବିମାନର ଟାୟାର, ଟଳିଲା ବଡ଼ ଦୁର୍ଘଟଣା

ବିଳାସପୁର: ଛତିଶଗଡ଼ର ବିଳାସପୁର ବିମାନବନ୍ଦରରେ ଶୁକ୍ରବାର ଅବତରଣ କରିବା ସମୟରେ ଦିଲ୍ଲୀ-ବିଳାସପୁର ଆଲାଏନ୍ସ ଏୟାରର ଏକ ବିମାନର ଟାୟାର ଫାଟିଯିବାରୁ ଅଘଟଣ ଘଟିଛି। ତେବେ ବିମାନରେ ଥିବା ସମସ୍ତ ୪୧ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟ ସୁରକ୍ଷିତ ଥିବା ଜଣାପଡ଼ିଛି।…

ଚୀନରେ ଭୂମିକମ୍ପ, ୫.୧ ତୀବ୍ରତାର ଝଟକା ଅନୁଭୂତ

ନୂଆଦିଲ୍ଲୀ : ଚୀନର ଦକ୍ଷିଣ ପଶ୍ଚିମ ସିଚୁଆନ୍ ପ୍ରାନ୍ତରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ୫.୧ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିପୋର୍ଟ ଅନୁସାରେ, ନାଇଜିଆଙ୍ଗର ଲଙ୍ଗଚାଙ୍ଗ ସହର ନିକଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି ।…

ଶିମିଳିପାଳରେ ୪ ଶାବକ ଜନ୍ମ ଦେଲା ‘ଜିନ୍ନତ୍’, ଖୋଲାଯିବ ରେଡିଓ କଲାର

ବାରିପଦା : ଶିମିଳିପାଳ ପାଇଁ ଖୁସି ଖବର । ଶିମିଳିପାଳ ଅଭୟାରଣ୍ୟର ପରିବେଶ ସହ ସମ୍ପୂର୍ଣ୍ଣ ଭାବେ ଖାପଖୁଆଇ ନିଜ ବାସସ୍ଥଳୀ ଗଢ଼ିବା ସହ ୪ଟି ଶାବକଙ୍କୁ ଜନ୍ମ ଦେଇଥିବା ମହାବଳ ବାଘୁଣୀ ‘ଜିନ୍ନତ୍’ ଉପରୁ ଏବେ ନଜର ହଟାଇ ସମ୍ପୂର୍ଣ୍ଣ…

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜେଆର୍‌ଏ, ୬ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ

ଭୁବନେଶ୍ବର: ଜମି ପଟ୍ଟା (ଆର୍‌ଓଆର୍‌) ପ୍ରଦାନ କରିବା ନିମନ୍ତେ କେନ୍ଦୁଝର ଜିଲ୍ଲା ପାଟଣା ତହସିଲର କନିଷ୍ଠ ରାଜସ୍ବ ସହାୟକ (ଜେଆର୍‌ଏ) ବିଏଚ୍‌ ଉମାଶଙ୍କର ହିତାଧିକାରୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଇ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ (ଭିଜିଲାନ୍‌ସ) ହାତରେ ରଙ୍ଗେହାତ…

ସତ୍ୟସାଇ ଜ୍ଞାନ ବିକାଶ ବିଦ୍ୟାଳୟ ହଷ୍ଟେଲରେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା

କୁଜଙ୍ଗ: କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ସ୍ଥିତ ସତ୍ୟସାଇ ଜ୍ଞାନ ବିକାଶ ବିଦ୍ୟାଳୟରେ ଆଜି ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ରଶିରେ ଫାଶିହୋଇ ଆତ୍ମହତ୍ଯା କରିଥିବା ଜଣାପଡିଛିା ଘଟଣାରୁ ପ୍ରକାଶ ଯେ,ରଘୁନାଥ ପୁର ଅଂଚଳର ଆଶୁତୋଷ ବେହେରା (୧୪) ପଙ୍କପାଳସ୍ଥିତ ଜ୍ଞାନ…

ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ନବରଙ୍ଗପୁର : ସ୍କୁଲ ସମୟରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଜୋରଜବରଦସ୍ତ ଦୁଷ୍କର୍ମ ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳରୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଘଟଣାକୁ ନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ପୋଲିସରେ ଅଭିଯୋଗ ପରେ ଦୁଷ୍କର୍ମ…