August 4, 2026

ଛାତ୍ରାବାସରେ ନବମ ଶ୍ରେଣୀର ୨୭ ଛାତ୍ରଙ୍କୁ ନିସ୍ତୁକ ମାଡ ମାରିଲେ ଜଣେ ଦଶମ ଛାତ୍ର

ରାୟଗଡା : ମଙ୍ଗଳ ବିଭାଗ ଦ୍ବାରା ପରିଚାଳିତ ହଷ୍ଟେଲରେ ବର୍ବରତା ହୋଇଛି ସୀମା ପାର । ରାତି ଅଧରେ ହଷ୍ଟେଲ୍‌ ପରିସରରେ ହୋଇଛି ପ୍ରଜାକୋର୍ଟ । ଏଭଳି ଘଟଣା ରାୟଗଡା ଜିଲ୍ଲା ରିଭଲକୋଣା ଏସଏସଡି ସରକାରୀ ଉଚ୍ଚ ବିଦ୍ୟାଳୟରେ ଘଟିଛି ।…

ଟ୍ରମ୍ପଙ୍କୁ ଝଟକା ! ମଧ୍ୟସ୍ଥତାରୁ ବାଦ୍ ଦେଲା ପାକିସ୍ତାନ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସଂଘର୍ଷ ପରେ ପାଞ୍ଚ ମାସରୁ ଅଧିକ ସମୟ ବିତିଗଲାଣି। କିନ୍ତୁ ଏପର୍ଯ୍ୟନ୍ତ କୌଣସି ସମାଧାନ ହୋଇପାରିନାହିଁ। ଗତ ମାସରେ ଆମେରିକା ଏବଂ ଇରାନ ମଧ୍ୟରେ ବହୁସ୍ତରୀୟ ଆଲୋଚନା ପରେ ପରିସ୍ଥିତି…

ପଦଯାତ୍ରା ବେଳେ କେଜ୍ରିୱାଲଙ୍କୁ ଅଟକାଇଲା ପୋଲିସ, ଧାରଣାରେ ବସିଲେ ଆପ୍ ନେତା

ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଅଟକାଇଲା ପୋଲିସ । ଇ-୨୦ ଅଭିଯୋଗ ନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ପଦଯାତ୍ରା କରୁଥିବାବେଳେ ପୋଲିସ ତାଙ୍କୁ ଫିରୋଜଶାହା ରୋଡରେ ଅଟକାଇଛି ।…

ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ, ୨୨ ଶିଶୁ ମୃତ

ଗୁଜରାଟ: ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ । ଏହି ଆତଙ୍କ ଯୋଗୁଁ ୨୨ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି । ​ଗୁଜରାଟରେ ମାରାତ୍ମକ ଚାନ୍ଦିପୁରା ଭାଇରସର ଗମ୍ଭୀର ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି । ସାଧାରଣ ଜ୍ବର ଭଳି ଦେଖାଯାଉଥିବା ଏହି…

ରୁଷ୍ ବେଳାଭୂମିରେ ଡ୍ରୋନ୍ ଆକ୍ରମଣ, ୭ ମୃତ

ରୁଷ: ରୁଷର ବ୍ଲାକ୍ ସିର ଉପକୂଳରେ ଥିବା ଲୋକପ୍ରିୟ ପର୍ଯ୍ୟଟନସ୍ଥଳ ଗେଲେଣ୍ଡଜିକ୍ ନିକଟସ୍ଥ ଏକ ବେଳାଭୂମିରେ ରବିବାର ଦିନ ଡ୍ରୋନ୍ ଆକ୍ରମଣ ହୋଇଛି । ଯେଉଁଥିରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୩ ଜଣ…

ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ନୃଶଂସ ହତ୍ୟା, ମୁଖାପିନ୍ଧା ଯୁବକ କଲା ୩୪ ଥର ଛୁରାମାଡ଼

ହରୟାଣା : ହରିୟାଣା ଫରିଦାବାଦରେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ମୁଖାପିନ୍ଧା ଯୁବକ ୩୪ ଥର ଛୁରାମାଡ଼ କରି ହତ୍ୟା କରିଛି । ସ୍କୁଲ ଭିତରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ ପୋଲିସ ୨୧ ବର୍ଷୀୟ ଅଭିଯୁକ୍ତ ଅମିତକୁ ଗିରଫ କରିଛି…

ଇଲେକ୍ଟ୍ରୋନିକ୍ ଚିପ୍ସ କମ୍ପାନୀରେ ନିଆଁ : ୨ ଅଗ୍ନିସେବା କର୍ମଚାରୀ ମୃତ, ୩ ଆହତ

ନୋଏଡା: ଗ୍ରେଟର ନୋଏଡାର ଇକୋଟେକ୍-୩ରେ ଥିବା ଏକ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩ ଜଣ ଆହତ ହୋଇଛନ୍ତି । କାନ୍ଥ ଏବଂ ବିମ୍ ଭୁଶୁଡ଼ି ପଡ଼ିବାରୁ ଏଭଳି ଦୁର୍ଘଟଣା…

ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତିଙ୍କ ସଂଖ୍ୟା

ନୂଆଦିଲ୍ଳୀ: ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା । ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ପାଇଁ ଆଣାଯାଇଥିବା ସୁପ୍ରିମକୋର୍ଟ (ବିଚାରପତି ସଂଖ୍ୟା) ସଂଶୋଧନ ବିଲ୍ ୨୦୨୬କୁ ସୋମବାର ଲୋକସଭାରେ ବାଚନିକା ଭୋଟରେ ପାରିତ ହୋଇଛି। ବିଲଟିକୁ ଆଇନ ଓ ନ୍ୟାୟମନ୍ତ୍ରୀ ଅର୍ଜୁନ ରାମ…

ମହିଳାଙ୍କୁ ଯୌନ ନିର୍ଯାତନା ମାମଲା : ଆତ୍ମସମର୍ପଣ କଲେ ଶରଣକୂଳ ପୂର୍ବତନ ଥାନା ଅଧିକାରୀ

ନୟାଗଡ଼: ଯୌନ ନିର୍ଯାତନା ଅଭିଯୋଗରେ ଛନ୍ଦି ହୋଇ ଫେରାର ଥିବା ଶରଣକୁଳ ଥାନାର ପୂର୍ବତନ ଅଧିକାରୀ (IIC) ସୁଜିତ କୁମାର ଦାସ ଶେଷରେ ଆତ୍ମସମର୍ପଣ କରିଛନ୍ତି। ଆଜି ସେ କ୍ରାଇମବ୍ରାଞ୍ଚ ନିକଟରେ ହାଜର ହୋଇ ନିଜକୁ ସମର୍ପଣ କରିଥିବା ଜଣାପଡ଼ିଛି। ଆତ୍ମସମର୍ପଣ…

୫ ଦିନ ପ୍ରବଳ ବର୍ଷା ନେଇ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ୫ ଦିନ ପ୍ରବଳ ବର୍ଷା । ଆଜିଠାରୁ ୮ ତାରିଖ ଯାଏ ପୁରା ରାଜ୍ୟକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା…