ଯୁବ ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ, ଅବସ୍ଥା ଗୁରୁତର
ଜଳେଶ୍ବର : ଯୁବ ଆଇନଜିବୀଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ । ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ ଆଜି ଅପରାହ୍ନରେ ଏଭଳି ଅଭାବନୀୟ ଘଟଣା ସାମନାକୁ ଆସିଛି । ସୁଚନା ମୁତାବକ ଆଇନଜିବୀ ସିଦ୍ଧାର୍ଥ ଦାସ କୋର୍ଟରୁ କାମ ସାରି ଘରକୁ ଫେରୁଥିଲେ । ଜଳେଶ୍ବର…
ଜଳେଶ୍ବର : ଯୁବ ଆଇନଜିବୀଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ । ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ ଆଜି ଅପରାହ୍ନରେ ଏଭଳି ଅଭାବନୀୟ ଘଟଣା ସାମନାକୁ ଆସିଛି । ସୁଚନା ମୁତାବକ ଆଇନଜିବୀ ସିଦ୍ଧାର୍ଥ ଦାସ କୋର୍ଟରୁ କାମ ସାରି ଘରକୁ ଫେରୁଥିଲେ । ଜଳେଶ୍ବର…
ଦେବଗଡ: ବିଷାକ୍ତ ସାପ କାମୁଡାରେ ଆଜି ଜଣେ ୨ ମାସର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି । ତିଳେଇବଣି ବ୍ଳକ ଝରାଗୋଗୁଆ ପଞ୍ଚାୟତ ଅନ୍ତର୍ଗତ ତିଳେଇମାଳ ଗ୍ରାମରେ ଏଭଳି ଅଘଟଣ ହୋଇଛି । ସେପଟେ ବାପ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ…
ମୟୂରଭଞ୍ଜ: ଆକସ୍ମିକ ବଜ୍ରପାତ ନେଲା ଦୁଇ ଜୀବନ। ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅଧୀନ କାଶିପାଳ ଗ୍ରାମରେ ଆକସ୍ମିକ ବଜ୍ରପାତ ଯୋଗୁଁ ଦୁଇ ଜଣ ମୃତ୍ୟୁବରଣ କରିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ରାଜାବସା ପଞ୍ଚାୟତ କାଶିପାଳ ଗ୍ରାମର ସ୍ବର୍ଗତ…
ଭୁବନେଶ୍ୱର : ପୋଲିସ କଣ୍ଟ୍ରୋଲ ରୁମରେ ସଫେଇ କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ । ଡିସିପି ଅଫିସର ଦ୍ୱାରସ୍ଥ ହେଲେ ପୀଡ଼ିତା ସଫେଇ କର୍ମଚାରୀ । ମଞ୍ଚେଶ୍ୱର ପୋଲିସ କଣ୍ଟ୍ରୋଲ ରୁମର ଆସିଷ୍ଟାଣ୍ଟ କମାଣ୍ଡର ଦୀପକ ନାୟକଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ…
ଭୁବନେଶ୍ୱର : ଏଗ୍ରିଷ୍ଟେକ୍ ଆଇଡି ଦ୍ବନ୍ଦ୍ବ ଦୂର କଲେ ମନ୍ତ୍ରୀ । ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ ବୋଲି କହିଲେ ରାଜସ୍ବ ମନ୍ତ୍ରୀ । ଧାନ ପଞ୍ଜୀକରଣରେ କୌଣସି ଅସୁବିଧା ନାହିଁ । ଗତ ବର୍ଷ ଯେଉଁ ମାନେ ଧାନ ବିକ୍ରି…
ଭୁବନେଶ୍ୱର: ରାଜ୍ୟରେ ସାର କଳାବଜାରୀ ରୋକିବାକୁ ସରକାରଙ୍କ କଡ଼ା ପଦକ୍ଷେପ। ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି। ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର PACS (ପ୍ରାଥମିକ…
କେନ୍ଦ୍ରାପଡ଼ା: ଜିଲ୍ଲାପାଳଙ୍କ ଜନ ଶୁଣାଣି କାର୍ଯ୍ୟକ୍ରମରେ ବିଷ ପିଇ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ। ଚାଷୀଙ୍କୁ କାବୁ କରିନେଲା ପୋଲିସ। କେନ୍ଦ୍ରାପଡ଼ା ରାଜନଗରରୁ ଆସିଛି ଏହି ଅଭାବନୀୟ ଖବର। ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ବିଷ ପିଇବାକୁ ଉଦ୍ୟମ କଲେ ଦୁଇ ଚାଷୀ। ତାଳଚୁଆ…
ଭୁବନେଶ୍ୱର: ଭଦ୍ରକ ଜିଲ୍ଲାରେ ସମ୍ପତ୍ତି ଜାଲିଆତିର ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏହି ଘଟଣାରେ ପୋଲିସ ଦୁଇ ପୁଅଙ୍କୁ ଗିରଫ କରିଛି। ସେମାନେ ସରକାରୀ ରେକର୍ଡରେ ନିଜ ମା’କୁ ମୃତ ଘୋଷଣା କରି ତାଙ୍କ ଜମି ଏବଂ ଘର ଦଖଲ…
ଘଟଗାଁ : କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ବନାଞ୍ଚଳରେ ଦୁଇଟି ପୃଥକ୍ ଦଳରେ ମୋଟ ୨୬ଟି ହାତୀଙ୍କ ଗତିବିଧି ଦେଖିବାକୁ ମିଳିଛି। ହାତୀପଲ ବିଭିନ୍ନ ଗ୍ରାମରେ ପଶି ଧାନ, ମକା ଓ ବୋଇତାଳୁ ଭଳି ଫସଲ…
ଭୁବନେଶ୍ବର : ସ୍ବାସ୍ଥ୍ୟ କ୍ଷେତ୍ରରେ ଓଡ଼ିଶାକୁ ଉଲ୍ଲେଖନୀୟ ସଫଳତା ମିଳିଛି। ବିଶେଷକରି ଚିକିତ୍ସା ଶିକ୍ଷା, ଗବେଷଣା ଓ ଉତ୍ତମ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ପାଦେ ଆଗକୁ ଯାଇଛି ଓଡ଼ିଶା। ଇଣ୍ଡିଆନ୍ ଇନିଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ୍ ଫ୍ରେମୱକ-୨୦୨୬ (ଆଇଆଇଆରଏଫ)ରେ ରାଜ୍ୟର ପ୍ରମୁଖ ତିନି ଭେଷଜ…