August 17, 2026

ISI-ସମର୍ଥିତ ଶାହଜାଦ୍ ଭଟ୍ଟି ନେଟୱାର୍କର ୨୦୦ରୁ ଅଧିକ ସଦସ୍ୟ ଗିରଫ: ଅମିତ ଶାହ

ନୂଆଦିଲ୍ଲୀ:ସ୍ୱାଧୀନତା ଦିବସ ପୂର୍ବରୁ ସୁରକ୍ଷା ଏଜେନ୍ସିଗୁଡ଼ିକ ISI-ସମର୍ଥିତ’ଶାହଜାଦ୍ ଭଟ୍ଟି ନେଟୱାର୍କ’ବିରୁଦ୍ଧରେ ଏକ ବଡ଼ ଧରଣର ଅଭିଯାନ ଚଳାଇଛନ୍ତି। ୧୪ଟି ରାଜ୍ୟରେ କରାଯାଇଥିବା ଏହି ଅଭିଯାନରେ ଶାହଜାଦ୍ ଭଟ୍ଟି ନେଟୱାର୍କ ସହ ଜଡ଼ିତ ୨୦୦ରୁ ଅଧିକ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ଏବଂ…

ତାରାପୀଠରେ ଅଗ୍ନିକାଣ୍ଡ, ଜଳିଗଲେ ୭ ତୀର୍ଥଯାତ୍ରୀ, ୧୧ ଆହତ

କୋଲକାତା: ପଶ୍ଚିମବଙ୍ଗର ତାରାପୀଠରେ ଏକ ହୋଟେଲରେ ଅଗ୍ନିକାଣ୍ଡ ଯୋଗୁ ସାତ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ପ୍ରାୟ ୧୧ ଜଣ ଆହତ ମଧ୍ୟ ହୋଇଛନ୍ତି। ପୋଲିସ ଅନୁଯାୟୀ, ସୋମବାର ପ୍ରତ୍ୟୁଷରେ ପଶ୍ଚିମବଙ୍ଗର ବୀରଭୂମି ଜିଲ୍ଲାର ଏକ ହୋଟେଲରେ ଅଗ୍ନିକାଣ୍ଡ ଘଟିବା ଫଳରେ…

ଶ୍ରାବଣ ସୋମବାରରେ ଅଶୋକ ଧାମରେ ଦଳାଚକଟା: ୭ ଶ୍ରଦ୍ଧାଳୁ ମୃତ, ଅନେକ ଆହତ

ନୂଆଦିଲ୍ଲୀ: ବିହାର ଲଖିସରାଇରେ ଦଳାଚକଟା, ୭ ଜଣଙ୍କ ମୃତ୍ୟୁ । ଶ୍ରବଣ ସୋମବାରରେ ଅଶୋକଧାମ ମନ୍ଦିରେ ଅଘଟଣ। ଅନେକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ବିହାରର ଲଖିସରାଇ ଜିଲ୍ଲାର ପ୍ରସିଦ୍ଧ ଅଶୋକଧାମ ମନ୍ଦିରରେ ସୋମବାର ସକାଳେ ବଡ଼ ଅଘଟଣ ଘଟିଛି। ମନ୍ଦିର ପରିସରରେ…

ବନ୍ୟାଞ୍ଚଳରେ ମୁଖ୍ୟମନ୍ତ୍ରୀ, ବିପନ୍ନଙ୍କ ସମସ୍ୟା ବୁଝି ତୁରନ୍ତ ସହାୟତା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ

ଯାଜପୁର : ବନ୍ୟା ପରିସ୍ଥିତିର ସମୀକ୍ଷା ପାଇଁ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦଶରଥପୁରର ପତିରି ଘାଟରୁ ବୋଟ୍‌ ଯୋଗେ ବନ୍ୟାଞ୍ଚଳ ବୁଲିବା ସହ ବିପନ୍ନଙ୍କ ସହ କଥା ହୋଇ ସ୍ଥିତି ବୁଝିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ…

ଲୌହ ଖଣିରେ ଲୁହାପଥର ପଡ଼ି ଶ୍ରମିକ ମୃତ

ଭୁବନେଶ୍ୱର : ଲୌହ ଖଣିରେ ଅଘଟଣ। ଶ୍ରମିକଙ୍କ ଉପରେ ମାଡ଼ି ବସିଲା ଲୁହାପଥର। ଘଟଣାସ୍ଥଳରେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ। ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ଉପଖଣ୍ଡ ଏକ ଲୌହଖଣିରେ ଏ ଅଘଟଣ ଘଟିଛି। ମୃତ ଶ୍ରମିକ ଜଣକ ତରୁଣ ଭୁମିଜ ବୋଲି ଜଣାପଡ଼ିଛି…

୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲରେ ଲାଞ୍ଚ କାରବାର। ୩୦ ହଜାର ଟଙ୍କା ନେବାବେଳେ ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ । ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଲାଞ୍ଚ କାରବାର ଅଭିଯୋଗ। ଏକ ଏନଜିଓ କର୍ମକର୍ତ୍ତାଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କ୍ୟାପିଟାଲ…

EVରେ ସର୍ଟସର୍କିଟରୁ ଗ୍ୟାରେଜରେ ଲାଗିଲା ନିଆଁ, ଜଳିଗଲା ୮ ଗାଡ଼ି

ଭୁବନେଶ୍ବର: ବରମୁଣ୍ଡାରେ ଏକ ଗ୍ୟାରେଜରେ ଭୟାବହ ଅଗ୍ନିକାଣ୍ଡ । EVରେ ସର୍ଟସର୍କିଟରୁ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ଜଳିଗଲା CNG କାର, ୫ EV ଓ ୨ ପେଟ୍ରୋଲ୍ ଗାଡ଼ି ଜଳିଗଲା । ଭୁବନେଶ୍ୱର ବରମୁଣ୍ଡା କଲୋନୀ ନାକାଗେଟ୍ ଆନନ୍ଦ ବିହାରରେ…

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା ; ବାଦ୍‌ ପଡ଼ିଥିବା ହିତାଧିକାରୀ ଏକା ସଙ୍ଗେ ପାଇବେ ୫ଟି କିସ୍ତି

ଭୁୁବନେଶ୍ୱର : ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା। ୨୮ ତାରିଖ ସୁଦ୍ଧା ଯେଉଁ ମାନେ ଆବେଦନ କରିଥିବେ ସମସ୍ତଙ୍କୁ ମିଳିବ ସୁଭଦ୍ରା ଟଙ୍କା ଏନେଇ ସୋମବାର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଘୋଷଣା କରିଛନ୍ତି। କୋଟିଏରୁ ଅଧିକ ମହିଳାଙ୍କୁ ମିଳିବ…

ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ: ବନ୍ଦ ହେଲା ଓଲା, ଉବେର୍ ଓ ରାପିଡୋ

ଭୁବନେଶ୍ବର: କଟକ-ଭୁବନେଶ୍ୱରରେ ବନ୍ଦ ହେଲା ଓଲା, ଉବେର ଆଉ rapido । ୭ ଦଫା ଦାବି ନେଇ ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ । ଅନଲାଇନ୍ ଡ୍ରାଇଭର୍ ମଞ୍ଚ, ଓଡ଼ିଶା ଏବଂ ସମସ୍ତ ଅନଲାଇନ୍ ଓ ଅଫଲାଇନ୍ ଡ୍ରାଇଭର…

ଲଗାଣ ବର୍ଷାରେ ରାସ୍ତା ଉପରେ ଲହଡ଼ି ମାରୁଛି ପାଣି

ଭୁବନେଶ୍ବର: ଲଗାଣ ବର୍ଷା ପରେ ଭୟଙ୍କର ହେଉଛ ନଈ । ପୁଣି ଡରାଇଲାଣି ବୈତରଣୀ, ବୁଢ଼ାବଳଙ୍ଗ, ବ୍ରାହ୍ଣଣୀ ଓ ଜଳକା। ଜଳକା ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବା ବେଳେ ବୁଢ଼ାବଳଙ୍ଗ ସତର୍କ ସଙ୍କେତ ଆଡ଼କୁ ଅଗ୍ରସର ହେଉଛି । ଲଗାଣ…