ବାଂଲାଦେଶରେ ହିନ୍ଦୁ ପରିବାରର ୪ ସଦସ୍ୟଙ୍କୁ ହତ୍ୟା
ବାଂଲାଦେଶ: ବାଂଲାଦେଶରେ ଏକ ହିନ୍ଦୁ ପରିବାରର ଚାରି ଜଣଙ୍କ ମୃତଦେହ ସେମାନଙ୍କ ଘରୁ ଉଦ୍ଧାର ହୋଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।…
ବାଂଲାଦେଶ: ବାଂଲାଦେଶରେ ଏକ ହିନ୍ଦୁ ପରିବାରର ଚାରି ଜଣଙ୍କ ମୃତଦେହ ସେମାନଙ୍କ ଘରୁ ଉଦ୍ଧାର ହୋଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।…
ନୂଆଦିଲ୍ଲୀ: ଦିଲ୍ଲୀରେ H1N1 (ସ୍ୱାଇନ୍ ଫ୍ଲୁ) ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଚଳିତ ବର୍ଷ ଦିଲ୍ଲୀରେ ଏଯାଏଁ ୧,୭୭୭ଟି H1N1 ମାମଲା ରିପୋର୍ଟ ହୋଇଛି । ମୋଟ ଇନ୍ଫ୍ଲୁଏଞ୍ଜା-A…
ଛତିଶଗଡ଼: ଛତିଶଗଡ଼ର ଦୁର୍ଗରେ ଇନ୍ଦିରା ଗାନ୍ଧୀ କୃଷି ବିଶ୍ୱବିଦ୍ୟାଳୟ (IGKV)ର ବିଏସ୍ସି ଏଣ୍ଟୋମୋଲୋଜି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଜଣେ ପ୍ରଫେସରଙ୍କ ସମେତ ୫ ଜଣ ଛାତ୍ର ଗିରଫ । ପୋଲିସର ସୂଚନା ଅନୁଯାୟୀ, ପ୍ରଫେସର ଜଣକ ଗୋପନୀୟ ଭାବେ ସିଲ୍ ହୋଇଥିବା…
ନୂଆଦିଲ୍ଲୀ: ଜାପାନରେ ୫.୯ ତୀବ୍ରତାର ଏକ ଭୂମିକମ୍ପ ହୋଇଛି । ଏହାର ଝଟକା ରାଜଧାନୀ ଟୋକିଓ ସମେତ ଇବାରାକି, ଚିବା ଓ ସାଇତାମାରେ ଅନୁଭୂତ ହୋଇଛି । ଭୂମିକମ୍ପର କେନ୍ଦ୍ର ଇବାରାକିର ଦକ୍ଷିଣ ଅଞ୍ଚଳରେ ଭୂପୃଷ୍ଠଠାରୁ ପ୍ରାୟ ୭୦ କିଲୋମିଟର ତଳେ…
ୱାଶିଂଟନ: ଦୀର୍ଘଦିନର ଆଲୋଚନା ବିଫଳ ହେବା ପରେ ଶନିବାରଠାରୁ କାନାଡ଼ା ସାମଗ୍ରୀ ଉପରେ ଆମେରିକା ୫୦% ସୀମା ଶୁଳ୍କ (ଟାରିଫ୍) ଲାଗୁ କରିଛି। ଏହାଦ୍ବାରା ଆମେରିକାକୁ କାନାଡ଼ାରୁ ହେଉଥିବା ପ୍ରାୟ ୨୦ ବିଲିୟନ ଡଲାର ମୂଲ୍ୟର ରପ୍ତାନି ପ୍ରଭାବିତ ହେବ। ଆମେରିକାର…
ନୂଆଦିଲ୍ଲୀ: ଦେଶରେ ଲୋକଙ୍କୁ ଏଲପିଜି ପରିବର୍ତ୍ତେ ପାଇପ୍ ଜରିଆରେ ଯେଭଳି ରନ୍ଧନ ଗ୍ୟାସ ଯୋଗାଇ ଦିଆଯିବ ସେଥିପାଇଁ ପିଏନ୍ଜି ସଂଯୋଗକୁ ତ୍ବରାନ୍ବିତ କରିବା ଲାଗି କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ କହିଛି। ଗ୍ୟାସ ବିତରକ ଓ ତୈଳ…
ନୂଆଦିଲ୍ଲୀ: ମୁମ୍ବାଇରେ ବଡ଼ ଅଘଟଣ । ବଡ଼ ଗଣେଶ ମୂର୍ତ୍ତି ପଡ଼ିଯିବା ଯୋଗୁଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ପାଞ୍ଚ ଜଣ ଆହତ ହୋଇଛନ୍ତି। ରାତିରେ ଏଭଳି ଅଘଟଣା ହୋଇଛି । ପାର୍ବଣ ଶୋଭାଯାତ୍ରା ସମୟରେ ‘ଭୁଲେଶ୍ୱରଚା ରାଜା’…
ଭଦ୍ରକ : ଭାଲୁକୁଣୀ ଉଷା ପାଇଁ ରେବ ନଦୀରେ ଗାଧୋଇବା ଜଣେ ନାବାଳିକାଙ୍କ ପାଇଁ କାଳ ହୋଇଛି । ରେବ ନଦୀର ପ୍ରଖର ବନ୍ୟାସ୍ରୋତରେ ଭାସିଯାଇ ଏଭଳି ଦୁଃଖଦ ଘଟଣା ଘଟିଛି । ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ଦଇପୁର…
ବଲାଙ୍ଗିର: ବଲାଙ୍ଗିର ରେଳଷ୍ଟେସନରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ପୁରୁଣାକଟକ-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସରେ ରବିବାର ଏକ ଅଘଟଣ ଘଟିଛି। ଚଳନ୍ତା ଟ୍ରେନରୁ ବଗିଗୁଡ଼ିକ ଅଲଗା ହୋଇଯାଇଥିବା ବେଳେ ଇଞ୍ଜିନ ବଗି ଛାଡ଼ି ଆଗକୁ ଚାଲିଯାଇଥିଲା। ଫଳରେ ଟ୍ରେନରେ ଯାତ୍ରା କରୁଥିବା ଯାତ୍ରୀଙ୍କ ମଧ୍ୟରେ…
ନବରଙ୍ଗପୁର : ଲଗାଣ ବର୍ଷାରେ ବୁଡ଼ିଲା ନବରଙ୍ଗପୁର ସହର । ସହର ମଧ୍ୟଦେଇ ଯାଇଥିବା NH-26 ଉପରେ ପ୍ରାୟ ଦୁଇ ଫୁଟର ପାଣି । ଫଳରେ ନବରଙ୍ଗପୁରରୁ ଜୟପୁର ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏପଟେ ସହରର ବିଭିନ୍ନ ୱାର୍ଡ ଓ ଗଳିକନ୍ଦିରେ…