August 27, 2026

ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ

କଲମ୍ବୋ : ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରେ ଚାଲିଥିବା ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ ଭାବେ ଶେଷ ହୋଇଛି । ଶ୍ରୀଲଙ୍କା ୪୨୯/୯ ରନରେ ଦ୍ୱିତୀୟ ପାଳି ଘୋଷଣା କରିବା ପରେ ଉଭୟ ଦଳର ଅଧିନାୟକଙ୍କ ନିଷ୍ପତି କ୍ରମେ ମ୍ୟାଚ୍‌କୁ ଅମୀମାଂସିତ ଭାବେ…

ତେଜରାତି ଦୋକାନରୁ ଚୋରା ମଦ ଜବତ, ୨ ଯୁବକ ଗିରଫ

ରାହାମା: ଜଗତସିଂହପୁରଜିଲ୍ଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ଅଗପାଳ ପଞ୍ଚାୟତ ଓ ଆଦର୍ଶ ବିଦ୍ୟାଳୟ ଅଗପାଳ ନିକଟଲାଗି ଏକ ତେଜରାତି ଦୋକାନରୁ ମଦ ଜବତ ହୋଇଛି। ସକାଳ ୧୧ଟା ସମୟରେ ତିର୍ତୋଲ ଥାନା ଅଧିକାରୀ ବଂଶୀଧର ପ୍ରଧାନ, କୁଜଙ୍ଗ ଥାନାର ଅତରିକ୍ତ ଦାୟିତ୍ୱ…

ଛୋଟ ସ୍ୱେଚ୍ଛାସେବୀ ଦଳ ସହ ବନ୍ୟାକ୍ଷତିଗ୍ରସ୍ତ ଗିରୋଙ୍ଗ୍‌ ଯିବାକୁ ସଦ୍‌ଗୁରୁଙ୍କ ଆବେଦନ

ନୂଆଦିଲ୍ଲୀ: ନେପାଳ-ତିବ୍ଦତ ସୀମାବର୍ତ୍ତୀ ଅଞ୍ଚଳରେ ଭୟଙ୍କର ଆକସ୍ମିକ ବନ୍ୟା ପରେ ତିବ୍ଦତର ଗିରୋଙ୍ଗ୍‌ ସହରରେ ନିଖୋଜ ହୋଇଥିବା ୮୦ ଜଣ କୈଳାସ ତୀର୍ଥଯାତ୍ରୀଙ୍କ ସନ୍ଧାନ ପାଇଁ ସଦ୍‌ଗୁରୁ ଜଗ୍ଗୀ ବାସୁଦେବ ଚୀନ୍‌ କର୍ତ୍ତୃପକ୍ଷଙ୍କୁ ଆବେଦନ କରିଛନ୍ତି। ଗୁରୁବାର ସେ କହିଛନ୍ତି ଯେ,…

ଟ୍ୱିନ୍ ସିଟିରେ ସ୍ୱତନ୍ତ୍ର ପ୍ରବର୍ତ୍ତନ ଅଭିଯାନ: ମୋଟ ୩୩୬ ଜଣ କ୍ୟାଡେଟ୍‌ ସବ୍‌-ଇନ୍ସପେକ୍ଟର ନିୟୋଜିତ

ଭୁବନେଶ୍ୱର: ଓଡ଼ିଶା ପୁଲିସ ମହିଳାଙ୍କ ସୁରକ୍ଷା, ମହିଳାଙ୍କ ବିରୋଧରେ ଅପରାଧ ରୋକିବା ପାଇଁ ସଂଗଠିତ ଅପରାଧର ସିଣ୍ଡିକେଟ୍‌କୁ ଭାଙ୍ଗିବା ସହ ନିଶାଦ୍ରବ୍ୟ ଓ ବେଆଇନ ମଦ ବିରୋଧରେ ନିରନ୍ତର ଅଭିଯାନ ଜାରି ରଖିଛି। ସୂଚନାଯୋଗ୍ୟ, ଓଡ଼ିଶା ପୁଲିସ ଡିଜିଙ୍କ ନିର୍ଦ୍ଦେଶକ୍ରମେ ଅଗଷ୍ଟ…

ରାଜ୍ୟ ବିଜେଡି ସଂଖ୍ୟାଲଘୁ ସେଲ୍‌ର ବରିଷ୍ଠ ସାଧାରଣ ସମ୍ପାଦକ ହେଲେ ଜାଲିନା

ଘୁ.ଉଦୟଗିରି : ରାଜ୍ୟ ବିଜେଡି ସଂଖ୍ୟାଲଘୁ ସେଲ ପୁନର୍ଗଠନ କରିବା ପରେ କନ୍ଧମାଳ ଜିଲ୍ଲାର ଆଗ ଧାଡ଼ିର ସଂଖ୍ୟାଲଘୁ ସମ୍ପ୍ରଦାୟର ନାରୀ ନେତ୍ରୀ ଜାଲିନା ପ୍ରିୟଦର୍ଶିନୀଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ରାଜ୍ୟ ବିଜେଡି ସଭାପତି ନିଯୁକ୍ତ କରିବା ପରେ କନ୍ଧମାଳ…

ପୁଣି ବସିପାରେ ସଂସଦ, ସରକାରଙ୍କ ସମ୍ଭାବ୍ୟ ନିଷ୍ପତ୍ତି ନେଇ ଇଙ୍ଗିତ ଦେଲେ ରିଜିଜୁ

ନୂଆଦିଲ୍ଲୀ: ସଂସଦ ଅଧିବେଶନ ପୁଣି ଡକାଯିବାର ସମ୍ଭାବନାକୁ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ବୁଧବାର ସମ୍ପୂର୍ଣ୍ଣ ଭାବେ ଅସ୍ୱୀକାର କରିନାହାନ୍ତି। ବର୍ଷାକାଳୀନ ଅଧିବେଶନ ଏପର୍ଯ୍ୟନ୍ତ ଔପଚାରିକ ଭାବେ ସମାପ୍ତ ଘୋଷିତ ହୋଇନଥିବାରୁ ପୁଣି ସଂସଦର ବୈଠକ ଡକାଯାଇପାରିବ ବୋଲି…

ନେପାଳ ବିପର୍ଯ୍ୟୟ ପରେ ଚୀନ୍‌ର ମେଗା ଡ୍ୟାମ୍‌କୁ ନେଇ ଭାରତ ପାଇଁ ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ: ନେପାଳ-ତିବ୍ଦତ ସୀମାରେ ଭୟଙ୍କର ବନ୍ୟା ଓ ବିପୁଳ ଧନଜୀବନ କ୍ଷୟକ୍ଷତି ପରେ ଭାରତ ସୀମା ନିକଟରେ ଚୀନ୍‌ ନିର୍ମାଣ କରୁଥିବା ବିଶାଳ ମେଡୋଗ୍‌ ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ନୂଆ ଆଶଙ୍କା ସୃଷ୍ଟି ହୋଇଛି। ଭୂକମ୍ପପ୍ରବଣ ହିମାଳୟ ଅଞ୍ଚଳରେ ଏତେ ବଡ଼…

୨୦ନଂ ଜାତୀୟ ରାଜପଥରେ ୩୦୦ ଫୁଟର ଘାଇ, ଧୋଇଗଲା ଏକ କିଲୋମିଟର ରାସ୍ତା

ଦଶରଥପୁର: ପୁଣିଥରେ ବୈତରଣୀ ବନ୍ୟାରେ ଆସିଥିବା ବଢ଼ିରେ ୨୦ ନମ୍ୱର ଜାତୀୟ ରାଜପଥର ବୋଡ଼କ ଠାରେ ୩ଶହ ଫୁଟର ଘାଇ ସୃଷ୍ଟି ହୋଇଛି। ବନ୍ୟାଜଳ ପ୍ରବଳ ସ୍ରୋତରେ ରାସ୍ତାର ପ୍ରାୟ ୧ କିମି ଧୋଇ ହୋଇଯାଇଛି। ଫଳରେ ଯାଜପୁରଜିଲ୍ଲା କୁଆଖିଆ ଠାରୁ…

ଗୋଳାବନ୍ଧରେ ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ୧୩୭୧ ପରିବାର ପାଇଁ ୭୫.୬୦ କୋଟିର ପ୍ୟାକେଜ୍‌, ଏହି ଅର୍ଥରେ ପ୍ରତି ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ, ୧୦୦୮ ବାସଗୃହ

​- ଛେଳିଗଡ଼ ଜଳସେଚନ ପ୍ରକଳ୍ପ ବିସ୍ଥାପିତ ୧୧୨ ପରିବାରକୁ ଘରବାରି ଓ ଚାଷଜମି ପଟ୍ଟା, ଆଜି ପାଇଲେ ୯୬ ପରିବାର ​- ଗୋଳାବନ୍ଧ ବିସ୍ଥାପିତଙ୍କ ପାଇଁ ୪ ଦଶନ୍ଧିର ଅପେକ୍ଷାର ଅନ୍ତ – ସାମୁଦ୍ରିକ ଅର୍ଥନୀତିର ହେବ ବିକାଶ, ଅର୍ଜିପଲ୍ଲୀ ବନ୍ଦର…

ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ପରିବହନ ବିଭାଗର ନିଆରା ସଡ଼କ ସୁରକ୍ଷା ଅଭିଯାନ

– ନିୟମ ମାନୁଥିବା ଗାଡ଼ି ଚାଳକଙ୍କୁ ସମ୍ମାନିତ କଲେ ପରିବହନ ଆୟୁକ୍ତ ଭୁବନେଶ୍ୱର : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାକ୍ଷୀର ଭାବନା ‘ସୁରକ୍ଷା ପ୍ରତିଶ୍ରୁତି’କୁ ସଡ଼କ ସୁରକ୍ଷା ସହ ଯୋଡ଼ି ପରିବହନ ବିଭାଗ ପକ୍ଷରୁ ଆଜି ଏକ ନିଆରା ସଡ଼କ…