ଏସଆଇଆରରେ ନୋଟିସ୍ ପାଇଥିବା ଲୋକଙ୍କ ଘରକୁ ଯାଇ ଦସ୍ତାବିଜ ସଂଗ୍ରହ କରିବେ BLO: ମୁଖ୍ୟ ନିର୍ବାଚନ କମିଶନର
ନୂଆଦିଲ୍ଲୀ:ଏସଆଇଆରକୁ ନେଇ ବିବାଦ ମଧ୍ୟରେ ଶନିବାର ନିର୍ବାଚନ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ସହ ନିର୍ବାଚନ କମିଶନର ଡ. ସୁଖବୀର ସିଂହ ସାନ୍ଧୁ ଓ ଡ. ବିବେକ ଜୋଶୀ ବୈଠକରେ ଉପସ୍ଥିତ ଥିଲେ।…