୩୬ ପ୍ରଦେଶ ପ୍ରଭାରୀ ଘୋଷଣା କଲା ବିଜେପି, ଓଡ଼ିଶା ମଙ୍ଗ ଧରିଲେ ଡି. ପୁରନ୍ଦେଶ୍ୱରୀ
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ବଡ଼ ଧରଣର ସାଂଗଠନିକ ପରିବର୍ତ୍ତନ କରିଛି । ଅନେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂତନ ରାଜ୍ୟ ପ୍ରଭାରୀ ଏବଂ ସହ-ପ୍ରଭାରୀ ନିଯୁକ୍ତ କରିଛି । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତୀନ ନବୀନଙ୍କ ଦ୍ୱାରା…