ସମ୍ପୂର୍ଣ୍ଣ ‘ବନ୍ଦେ ମାତରମ୍’ ନ ଗାଇଲେ ଅପରାଧ ହେବ ନାହିଁ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ: ବନ୍ଦେ ମାତରମ୍ର ଗୋଟିଏ ବା ସମସ୍ତ ପଦ ଗାଇବାକୁ ମନା କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଅପରାଧିକ ମାମଲା ଚାଲିବା ଉଚିତ ନୁହେଁ ବୋଲି ସୁପ୍ରିମ୍କୋର୍ଟ ମଙ୍ଗଳବାର ଶୁଣାଣି ସମୟରେ ମତ ଦେଇଛନ୍ତି। ତେବେ ଏହା ଏବେ ବିଧିବଦ୍ଧ ରାୟ ନୁହେଁ।…