September 2026

ଜେଲ୍ ଗଲେ ଚୌଦ୍ୱାର ଜେଲ୍‌ ସୁପରିଟେଣ୍ଡେଣ୍ଟ

କଟକ: ଗିରଫ ହେଲେ ଜେଲ ଅଧୀକ୍ଷକ । ଚୌଦ୍ଵାର ମଣ୍ଡଳ କାରାଗାର ସୂପରିଟେନ୍ଦେଣ୍ଟ ସୁଜିତ୍ ରାଉଳ ଗିରଫ । ଗିରଫ କଲା ଚୌଦ୍ଵାର ଥାନା ପୋଲିସ । ନିକଟ ଅତୀତରେ ସୁଜିତ୍ ରାଉଳଙ୍କ ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ ହାଇକୋର୍ଟ…

ବିଦେଶ ମନ୍ତ୍ରୀ ଏସ ଜୟଶଙ୍କର, ସିବିଆଇ ନିର୍ଦ୍ଦେଶକ ଓ ପୂର୍ବତନ ସେନାମୁଖ୍ୟଙ୍କୁ ଏସ୍‌ଆଇଆର ନୋଟିସ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍‌ଆଇଆର୍) ପ୍ରକ୍ରିୟା ଅଧୀନରେ ବିଦେଶ ମନ୍ତ୍ରୀ ଏସ ଜୟଶଙ୍କର, ସିବିଆଇ ନିର୍ଦ୍ଦେଶକ ପ୍ରବୀଣ ସୁଦ୍‌ ଏବଂ ପୂର୍ବତନ ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସମେତ ଅନେକ ଅତି ବିଶିଷ୍ଟ ବ୍ୟକ୍ତିଙ୍କୁ ନିର୍ବାଚନ କମିସନ…

କାର୍ଯ୍ୟକାଳ ପୂରଣ ପୂର୍ବରୁ ଅଗ୍ନିବୀରଙ୍କୁ ମିଳିବ ଚାକିରି: କେନ୍ଦ୍ର ସରକାରଙ୍କ ନୂଆ ଯୋଜନା

ନୂଆଦିଲ୍ଲୀ: ସେନାରେ ’ଅଗ୍ନିପଥ’ ଯୋଜନା ଅଧୀନରେ ନିଯୁକ୍ତି ପାଇଥିବା ଅଗ୍ନିବୀରମାନଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ୪ ବର୍ଷର ସୈନ୍ୟ ସେବା ପୂରଣ ହେବା ପୂର୍ବରୁ ହିଁ ଅଗ୍ନିବୀରମାନଙ୍କ ପାଇଁ ଆଗାମୀ ରୋଜଗାରର ପନ୍ଥା ସୁନିଶ୍ଚିତ…

ରୁଷ ଉପରେ ଏକାଥରକେ ୧୦୦୦ରୁ ଅଧିକ ଡ୍ରୋନ୍ ମାଡ଼ କଲା ୟୁକ୍ରେନ

ରୁଷ: ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ପୁଣିଥରେ ବଡ଼ ଧରଣର ଡ୍ରୋନ୍ ଆକ୍ରମଣକୁ ନେଇ ଚର୍ଚ୍ଚା ବଢ଼ିଛି । ରୁଷୀୟ ଅଧିକାରୀଙ୍କ ଅନୁସାରେ, ରାତିରେ ୟୁକ୍ରେନ ପକ୍ଷରୁ ରୁଷର ବିଭିନ୍ନ ଅଞ୍ଚଳ ଆଡ଼କୁ ଏକ ହଜାରରୁ ଅଧିକ ଡ୍ରୋନ୍ ପଠାଯାଇଥିଲା । ରୁଷର…

ପୋଲ ତଳକୁ ଖସିଲା BMW, ୩ ମୃତ ଓ ଜଣେ ଗୁରୁତର

ମୁମ୍ବାଇ: ମୁମ୍ବାଇ କୋଷ୍ଟାଲ ରୋଡରେ ଭୟାବହ ଦୁର୍ଘଟଣା ଘଟିଛି । ବ୍ରିଜରୁ ଖସିଲା ଦ୍ରୁତଗାମୀ BMW । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ସମ୍ପୂର୍ଣ୍ଣ ଘଟଣା ସିସିଟିଭି ଫୁଟେଜରେ କଏଦ ହୋଇରହିଛି ।…

ସୁପର ଏଲ୍ ନିନୋ ସଙ୍କଟ ନେଇ ଜରୁରୀକାଳୀନ ଚେତାବନୀ ଜାରି କଲେ ପରିବେଶବିତ୍

ନୂଆଦିଲ୍ଲୀ: ସୁପର ଏଲ୍ ନିନୋ ସଙ୍କଟ । ପରିବେଶବିତଙ୍କ ଚେତାବନୀ । ଭାରତକୁ ମହାବାତ୍ୟା-ଉତ୍ତାପ ଭୟ । ଆସୁଛି ବଡ଼ ବିପତ୍ତି । ନଭେମ୍ବର ୨୦୨୬ ରୁ ୨୦୨୭ ପ୍ରାରମ୍ଭିକ ମାସଗୁଡ଼ିକ ମଧ୍ୟରେ ଭାରତକୁ ଏକ ଭୟଙ୍କର “ସୁପର” ଏଲ୍ ନିନୋ…

ପୂର୍ବତନ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ଭଉଣୀ ଗିରଫ

ଲାହୋର: ପାକିସ୍ତାନ ତେହେରିକ୍-ଏ-ଇନସାଫ୍ (ପିଟିଆଇ) ଦ୍ୱାରା ସେପ୍ଟେମ୍ବର ୨୭ ତାରିଖରେ ହେବାକୁ ଥିବା ଦେଶବ୍ୟାପୀ ପ୍ରତିବାଦ ଶୋଭାଯାତ୍ରା ପୂର୍ବରୁ ଲାହୋର ପୋଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୋଲିସ ରବିବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କ…

୨୮ ରୁ ପୁଣି ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡକରା

ନୂଆଦିଲ୍ଲୀ: ପାଞ୍ଚ ଦିନ ବ୍ୟାଙ୍କିଂ ସପ୍ତାହ, ପେନସନ୍ ଅପଡେଟେସନ୍, ଖାଲି ପଦବୀ ପୂରଣ ଏବଂ PLI ପେମେଣ୍ଟ ଭଳି ଦାବି ପାଇଁ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ସେପ୍ଟେମ୍ବର ୨୮ ରୁ ୩୦ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଧର୍ମଘଟ ଡାକରା…

ଆଲୋଚନା ପାଇଁ ଇରାନର ୭ ସର୍ତ୍ତ, ଆମେରିକା ନମାନିଲେ ‘ନିର୍ଣ୍ଣାୟକ ଯୁଦ୍ଧ’ ଧମକ !

ନୂଆଦିଲ୍ଲୀ: ଆମେରିକା ସହ ପୁଣିଥରେ ଆଲୋଚନା ଆରମ୍ଭ କରିବା ପାଇଁ ଇରାନ ନିଜର ୭ଟି ସର୍ତ୍ତ ରଖିଛି। କାତାର ମଧ୍ୟସ୍ଥତାରେ ଏହି ସର୍ତ୍ତଗୁଡ଼ିକୁ ଆମେରିକା ନିକଟରେ ପହଞ୍ଚାଯାଇଥିବା ଇରାନ ପକ୍ଷରୁ କୁହାଯାଇଛି। ତେବେ ଆମେରିକା ଏହି ଦାବିଗୁଡ଼ିକୁ ଗ୍ରହଣ ନକଲେ ଇରାନ…

ଖଣି ଆଇନ ସଂଶୋଧନ ପ୍ରସଙ୍ଗ: ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ ନବୀନଙ୍କ ଦାବି

ଭୁବନେଶ୍ୱର: ଖଣି ଏବଂ ଖଣିଜ ଦ୍ରବ୍ୟ ବିକାଶ ତଥା ନିୟନ୍ତ୍ରଣ (ଏମଏମଡିଆର) ଆଇନରେ କେନ୍ଦ୍ର ସରକାର ଆଣିବାକୁ ଯାଉଥିବା ପ୍ରସ୍ତାବିତ ସଂଶୋଧନକୁ ନେଇ ଓଡ଼ିଶା ରାଜନୀତି ଏବେ ସରଗରମ ହୋଇଛି । ଏହି ପ୍ରସଙ୍ଗରେ ରାଜ୍ୟର ସ୍ୱାର୍ଥରକ୍ଷା ନିମନ୍ତେ ତୁରନ୍ତ ରାଜ୍ୟ…