ଭିଜିଲାନ୍ସ ଜାଲରେ ICDS ସୁପରଭାଇଜର ଓ ଜୁନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ
ଭୁବନେଶ୍ୱର : ଲାଞ୍ଚ ନେଇ ଧରାପଡ଼ିଲେ ହିଞ୍ଜିଳକାଟୁ ICDS ସୁପରଭାଇଜର ବି. ଉମା ପାତ୍ର ଓ ଜୁନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ନରସିଂହ ବେହେରା । ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ଟିମ୍ । ଏକ ଅଙ୍ଗନବାଡ଼ି କେନ୍ଦ୍ରର…