ବାଇକ ସୋ’ରୁମରେ ଭୟଙ୍କର ଅଗ୍ନିକାଣ୍ଡ
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ସହଦେବଖୁଣ୍ଟା ଥାନା ଅଞ୍ଚଳରେ ଥିବା ଏକ ବାଇକ୍ ଶୋ’ରୁମ୍ରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ବାଇକ୍, ଆନୁଷଙ୍ଗିକ ସାମଗ୍ରୀ, ଆସବାବପତ୍ର ଏବଂ ଅନ୍ୟାନ୍ୟ ଜିନିଷ ପୋଡ଼ି ପାଉଁଶ ହୋଇଯାଇଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଶୋ’ରୁମ୍ ଭିତରେ ଏକ…