କନିଷ୍ଠ ସହଯୋଗୀଙ୍କୁ ଦୁଷ୍କର୍ମ ମାମଲାରେ କୋର୍ଟରେ ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ପଣଜୀ: କନିଷ୍ଠ ସହଯୋଗୀଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବ ତରୁଣ ତେଜପାଲ ଗୋଆର ଏକ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ବମ୍ବେ ହାଇକୋର୍ଟ ତାଙ୍କୁ ଏହି ମାମଲାରେ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଥିଲେ। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ତେଜପାଲ…