ଶୋଇଥିବା ବେଳେ ଘରେ ଲାଗିଲା ନିଆଁ: ବାପା ମୃତ, ଅଳ୍ପକେ ବର୍ତ୍ତିଲେ ପୁଅ
ରାଉରକେଲା: ରାଉରକେଲାରେ ବନ୍ଦ ଘରେ ଶୋଇଥିବାବେଳେ ନିଆଁ ଲାଗି ବାପାଙ୍କ ମୃତ୍ୟୁ, ଅଳ୍ପକେ ବର୍ତ୍ତିଲେ ପୁଅ । ବନ୍ଦ ଘରେ ଶୋଇଥିବାବେଳେ ନିଆଁରେ ପୋଡ଼ି ହୋଇ ୬୦ ବର୍ଷୀୟ ଜିତେନ୍ଦ୍ର ସାହାଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଏକ ଘରେ ପୁଅ…