ରାଜ୍ୟ ପାଇଁ ଆଶାତୀତ ସଫଳତା ଆଣିଛି ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ: ମିଳିଲା ୨.୪୩ ଲକ୍ଷ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ
ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ବିକାଶ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସଦ୍ୟ ସମାପ୍ତ ସଂଯୁକ୍ତ ଆରବ ଏମିରେଟ୍ସ ଅର୍ଥାତ୍ ଦୁବାଇ ଗସ୍ତ ରାଜ୍ୟ ପାଇଁ ଆଶାତୀତ ସଫଳତା ଆଣିଦେଇଛି । ବିଦେଶୀ…