September 2026

ନବଜାତଙ୍କୁ ୨୨ କ୍ୟାରେଟ୍‌ ସୁନା ମୁଦି, ପ୍ରତିଶ୍ରୁତି ପୂରଣ କଲେ ଥାଲାପତି

ତାମିଲନାଡୁ: ତାମିଲନାଡୁରେ ନବଜାତ ଶିଶୁଙ୍କ ପାଇଁ ନୂଆ ଯୋଜନାର ଶୁଭାରମ୍ଭ । ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିଛନ୍ତି ଟିଭିକେ ନେତା ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା…

ବଢ଼ିବ CEC ଜ୍ଞାନେଶ କୁମାରଙ୍କ ଅଡୁଆ: ନିଲମ୍ବନ ପାଇଁ ସୁପ୍ରିମକୋର୍ଟରେ ଆବେଦନ, ଆସନ୍ତା ସପ୍ତାହରେ ଶୁଣାଣି

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟପ୍ରଣାଳୀ ଓ ଏସଆଇଆର ସମ୍ପର୍କୀତ ନିଷ୍ପତିକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟରେ ତାଙ୍କ ନିଲମ୍ବନ ପାଇଁ ଏକ ଆବେଦନ କରାଯାଇଛି । ମଙ୍ଗଳବାର ଏହାକୁ ତାଲିକାଭୁକ୍ତ କରିଛନ୍ତି ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ । ଆସନ୍ତା…

ମୁକୁଳା ଡ୍ରେନରେ ପଡ଼ି ଚାଲିଗଲା ଜୀବନ

ଭଦ୍ରକ : ମୁକୁଳା ଡ୍ରେନ୍ ନେଲା ଜୀବନ । ଭଦ୍ରକ ଟାଉନ ଥାନା ବାଇପାସ ଅଞ୍ଚଳରେ ଅଭାବନୀୟ ଘଟଣା । ସାଳନ୍ଦୀ କେନାଲ ଡିଭିଜନ ଅଫିସ ପଛ ପଟେ ଯାଇଥିବା ଡ୍ରେନରେ ପଡ଼ି ବ୍ୟକ୍ତିଙ୍କ ମୃତ୍ୟୁ । ମୃତକ ହେଲେ ଅକ୍ଷୟ…

ଅକ୍ଟୋବର ୮ରେ ‘ଇଣ୍ଡିଆ’ ବ୍ଲକ୍ ର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର : ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ ଡାକରା । ବିଭିନ୍ନ ପ୍ରସଙ୍ଗରେ ରାଜରାସ୍ତାକୁ ଓହ୍ଲାଇବ ‘ଇଣ୍ଡିଆ’ ବ୍ଲକ୍ । MMDR ଆଇନ ସଂଶୋଧନ, ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ମୁଖ୍ୟ ନିର୍ବାଚନ କମିସନରଙ୍କ ଇସ୍ତଫା ଦାବିରେ ଓଡ଼ିଶା ବନ୍ଦ ଡାକରା ଦେଇଛି…

ଆସନ୍ତାକାଲି OSSTET ପରୀକ୍ଷା, ୩୦ ଜିଲ୍ଲାର ୨୬୧ କେନ୍ଦ୍ରରେ ହେବ ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ପକ୍ଷରୁ ଆସନ୍ତାକାଲି ‘ସେକେଣ୍ଡାରୀ ସ୍କୁଲ୍ ଟିଚର୍ସ ଏଲିଜିବିଲିଟି ଟେଷ୍ଟ’ (OSSTET) ୨୦୨୬ରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ଦୁଇଟି ପର୍ଯ୍ୟାୟ ବା ପେପର (ପେପର-I ଏବଂ ପେପର-II) ରେ ସକାଳ ୯ଟାରୁ ୧୧ଟା…

MMDR ସଂଶୋଧନ ପ୍ରତ୍ୟାହାର ଓ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବିରେ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର : MMDR ସଂଶୋଧନ ପ୍ରତ୍ୟାହାର ଓ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବିରେ କଂଗ୍ରେସର ପରିବର୍ତ୍ତନ ରାଲି । ରାଜଧାନୀରେ କଂଗ୍ରେସର ବଡ଼ ପ୍ରତିବାଦ । MMDR ସଂଶୋଧନ ପ୍ରତ୍ୟାହାର ଏବଂ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ସମେତ ବିଭିନ୍ନ ଦାବି…

ସରିଲା ଡିଜିପି ନିଯୁକ୍ତି ମାମଲାର ଶୁଣାଣି, ରାୟ ସଂରକ୍ଷିତ ରଖିଲେ ସର୍ବୋଚ୍ଚ ନ୍ୟାୟାଳୟ

ନୂଆଦିଲ୍ଲୀ/ଭୁବନେଶ୍ଵର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ସଂପର୍କିତ ମାମଲାର ଶୁଣାଣି ଶେଷ ହୋଇଛି। ଏହା ସହ ସର୍ବୋଚ୍ଚ ନ୍ୟାୟାଳୟ ରାୟ ସଂରକ୍ଷିତ ରଖିଛନ୍ତି। ଅକ୍ଟୋବର ୮ରେ ଓଡ଼ିଶା ପରି ଝାଡ଼ଖଣ୍ଡ ମାମଲାର ଶୁଣାଣି ହେବ। ସମାନ ମାମଲା ହୋଇଥିବାରୁ ଏହି ରାଜ୍ୟର…

ଲଗାଣ ବର୍ଷା ଯୋଗୁଁ କୋରାପୁଟରେ ଭୂସ୍ଖଳନ: ଏକାଧିକ ଟ୍ରେନ୍ ବାତିଲ୍

କୋରାପୁଟ: ଦକ୍ଷିଣ ଓଡ଼ିଶାରେ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁଁ ଭୂସ୍ଖଳନ ସୃଷ୍ଟି ହୋଇଛି, ଯାହାର ସିଧାସଳଖ ପ୍ରଭାବ ରେଳ ଚଳାଚଳ ଉପରେ ପଡ଼ିଛି । ରାୟଗଡ଼ା ରେଳ ଡିଭିଜନ୍ ଅଧୀନସ୍ଥ ମାଲିଗୁଡ଼ା ଏବଂ ଛତ୍ରିପୁଟ ରେଳ ଷ୍ଟେସନ୍ ମଧ୍ୟରେ ରେଳଧାରଣା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ହସ୍ତକ୍ଷେପ କଲା PMO, ଗଣଶିକ୍ଷା ବିଭାଗକୁ ସବିଶେଷ ତଥ୍ୟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ । ଓଡ଼ିଶା ସରକାରଙ୍କୁ କୈଫତ ମାଗିଲା PMO । ବହି ତ୍ରୁଟି ମାମଲାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହସ୍ତକ୍ଷେପ କରି ଏହି ସଂପର୍କରେ ସଂପୃକ୍ତି କର୍ତ୍ତୃପକ୍ଷଙ୍କ ଠାରୁ ଜବାବ ଲୋଡିଛି । କିଛି ଦିନ…

ଭିଜିଲାନ୍ସ ଜାଲରେ ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ବିଭାଗର ସହକାରୀ ନିର୍ଦ୍ଦେଶକ, ୭ ସ୍ଥାନରେ ଚଢ଼ାଉ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସହକାରୀ ନିର୍ଦ୍ଦେଶକ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ବିଭାଗ ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟ । ସମ୍ବଲପୁର, ଭୁବନେଶ୍ୱର, ପୁରୀ ଓ ଖୋର୍ଦ୍ଧାର ଏକାକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍…