ବନ୍ୟା ପରେ ନେପାଳରେ ଭୂକମ୍ପ ଝଟକା, ତୀବ୍ରତା ୫.୩
ନେପାଳ : ମଙ୍ଗଳବାରରେ ନେପାଳର ମୁସ୍ତାଙ୍ଗରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୩ ଥିବା ରିକ୍ଟର ସ୍କେଲରେ ମପାଯାଇଛି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା ଏବଂ ଲୋକେ ଭୟରେ ଘରୁ ବାହାରକୁ ଦୌଡି…
ନେପାଳ : ମଙ୍ଗଳବାରରେ ନେପାଳର ମୁସ୍ତାଙ୍ଗରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୩ ଥିବା ରିକ୍ଟର ସ୍କେଲରେ ମପାଯାଇଛି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା ଏବଂ ଲୋକେ ଭୟରେ ଘରୁ ବାହାରକୁ ଦୌଡି…
ନୂଆଦିଲ୍ଲୀ: ଦିଲ୍ଲୀରେ BRICS ସମ୍ମିଳନୀ ପୂର୍ବରୁ ହେବ ଭାରତ-ରୁଷିଆର ଏକ ବଡ଼ ଆଲୋଚନା। ସେପ୍ଟେମ୍ବର ୧୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ହେବ। କ୍ରେମଲିନ୍ ପ୍ରବକ୍ତା ଦିମିତ୍ରି ପେସ୍କୋଭ ଏହାକୁ ନିଶ୍ଚିତ…
ନୂଆଦିଲ୍ଲୀ : ବ୍ରିଟେନର ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ATC) ସିଷ୍ଟମରେ ବଡ଼ ଧରଣର ବୈଷୟିକ ତ୍ରୁଟି ଦେଖାଦେବା ପରେ ଦେଶର ବିମାନ ଚଳାଚଳ ପ୍ରଭାବିତ ହୋଇଛି । ଦେଶରେ ପ୍ରାୟ ୧୦୦୦ରୁ ଅଧିକ ବିମାନ ବାତିଲ ହୋଇଥିବା ଜଣାପଡିଛି । ଫଳରେ…
ନୂଆଦିଲ୍ଲୀ:ଦକ୍ଷିଣ-ପୂର୍ବ ଦିଲ୍ଲୀର ଓଖଲା ଶିଳ୍ପାଞ୍ଚଳ (ଫେଜ୍-୧)ରେ ବୁଧବାର ସକାଳେ ଏକ ବଡ଼ ଧରଣର ଦୁଃଖଦ ଦୁର୍ଘଟଣା ଘଟିଛି। ଓଖଲା ଫେଜ୍-୧ ସ୍ଥିତ D-23 ଠାରେ ଥିବା ‘ଏସ୍ଏମ୍ ଟ୍ରେଡର୍ସ’ (SM Traders) ଗୋଦାମ ବାହାରେ ବ୍ୟବସାୟିକ ଅମ୍ଳଜାନ ସିଲିଣ୍ଡରଗୁଡ଼ିକ ଓହ୍ଲାଯାଉଥିବା ସମୟରେ,…
ନୂଆଦିଲ୍ଲୀ: BRICS ସମ୍ମିଳନୀ ପାଇଁ ସଜେଇ ହେଉଛି ରାଜଧାନୀ ଦିଲ୍ଲୀ। ସହରର ପ୍ରମୁଖ ସ୍ଥାନଗୁଡ଼ିକ ଆଲୋକମାଳା ଓ ପୋଷ୍ଟରରେ ସଜିଥିବା ବେଳେ, ବିଶ୍ୱର ବଡ଼ ବଡ଼ ନେତା, ବିଦେଶୀ ପ୍ରତିନିଧି ଓ ଅନ୍ତର୍ଜାତୀୟ ସଂଗଠନର ମୁଖ୍ୟମାନଙ୍କୁ ସ୍ୱାଗତ କରିବାକୁ ରାଜଧାନୀ ପ୍ରସ୍ତୁତ।…
ପାଟଣାଗଡ଼ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକ ଭରୁଆପାଲିରେ ଆଜି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଏଠାରେ ମଦ୍ୟପ ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି। ଶିଶୁ କନ୍ୟା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ…
ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଜି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଓରାଂଉଟାନ୍ମାନଙ୍କ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ସାଥିରେ ପିସିସିଏଫ ପ୍ରେମ କୁମାର ଝା, ଅତିରିକ୍ତ ପିସିସିଏଫ୍ ମନେଜ ଭି ନାୟର, ନନ୍ଦନକାନନ ନିର୍ଦ୍ଦେଶକ ସନତ…
ଭଦ୍ରକ : ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଚୁନିଦା ଗାଁରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହରୁ ବୋହୂକୁ ଘରେ ତାଲା ମାରି ପୁଅକୁ ହତ୍ୟା କଲା ବାପା। ଖବର ପାଇ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୁଲିସ…
ଭୁବନେଶ୍ୱର: ଓଡ଼ିଶାରେ ନିବେଶ ଓ ବ୍ୟବସାୟିକ ସୁଯୋଗ ବଢ଼ାଇବା ଲକ୍ଷ୍ୟରେ ଚାଲିଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟ୍ର ଅଂଶ ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଇଣ୍ଡିଆନ୍ ବିଜନେସ୍ ଆଣ୍ଡ ପ୍ରଫେସନାଲ୍ ଗ୍ରୁପ୍ (IBPG) ସହ ଏକ ରାଉଣ୍ଡଟେବୁଲ୍ ଆଲୋଚନାରେ ଯୋଗ…
ଗୁଣପୁର: ପାଇଖାନା ଟାଙ୍କି ନେଲା ୩ ଜୀବନ । ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ଗୁଲୁଗୁଡ଼ା ପଞ୍ଚାୟତର ତାରପାଗୁଡ଼ା ଗାଁରେ ଅଘଟଣ । ନୂଆ କରି ତିଆରି ହୋଇଥିବା ପାଇଖାନା ଟାଙ୍କିର ସେଣ୍ଟ୍ରିଙ୍ଗ ବାହାର କରିବା ବେଳେ ଶ୍ୱାସରୁଦ୍ଧ ହୋଇ ୩…