September 2026

ଉଚ୍ଚ ଶିକ୍ଷା ପାଇଁ ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର

ଭୁବନେଶ୍ୱର: ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର। ସ୍ନାତକୋତ୍ତର ଓ Ph.D ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଯିବ କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ। ବିଦେଶର ଶ୍ରେଷ୍ଠ ୨୦୦ ମାନ୍ୟତାପ୍ରାପ୍ତ ଶିକ୍ଷାନୁଷ୍ଠାନରେ ପଢ଼ିବେ ଛାତ୍ରଛାତ୍ରୀ। ବାର୍ଷିକ ପରିବାର…

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ କାଉନ୍ସିଲ୍ ମାନ୍ୟତା

ଭୁବନେଶ୍ୱର: ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍। ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ। ଯାହା ରାଜ୍ୟ ପାଇଁ ଗର୍ବ ଓ…

ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ: ବଳପୂର୍ବକ ଚାନ୍ଦା ଆଦାୟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଆରମ୍ଭ ହେଲାଣି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏଥିପାଇଁ ପୋଲିସ ଏବେଠୁ ସର୍ତକ ହୋଇଛି…

ଫୁଲୁଛି ବୈତରଣୀ; ବନ୍ୟା ଆଶଙ୍କା ନେଇ ଲୋକେ ଆତଙ୍କିତ

ଭୁବନେଶ୍ୱର: ଓଡ଼ିଶାର କିଛି ଅଞ୍ଚଳରେ ଆଉ ଏକ ସମ୍ଭାବ୍ୟ ବନ୍ୟା ବିପଦ ସୃଷ୍ଟି ହୋଇଛି। କାରଣ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ରିପୋର୍ଟ ଅନୁଯାୟୀ, ବୈତରଣୀ ନଦୀ ପୂର୍ବରୁ ଏହାର…