September 2026

ବିଚିତ୍ରପୁର ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଉଦ୍ଧାର

ବାଲେଶ୍ବର: ବାଲେଶ୍ବରରେ ଓରାଙ୍ଗଉଟାନ । ଭୋଗରାଇ ବ୍ଲକ ବିଚିତ୍ରପୁର ଜଙ୍ଗଲରେ ୫ ଓରାଙ୍ଗଉଟାନ ଠାବ ହୋଇଛି । ଏକାଥରେ ୫ଟି ବିରଳ ପ୍ରଜାତିର ଜୀବ ଜଙ୍ଗଲରେ ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଜୀବଗୁଡ଼ିକୁ ଉଦ୍ଧାର ପରେ ସେମାନଙ୍କ…

ଦିଲ୍ଲୀ ଟ୍ରାଜେଡି; କୋଠା ମାଲିକ ଗିରଫ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ବହୁମହଲା ପିଜି କୋଠା ହଠାତ୍ ଭୁଶୁଡ଼ି ପଡ଼ିବା ଘଟଣାରେ ବିଲ୍ଡିଂ ମାଲିକ ହରିରାମ ଦିଲ୍ଲୀ ପୋଲିସ ଦ୍ବାରା ଗିରଫ ହୋଇଛନ୍ତି। ରାଜସ୍ଥାନ ଭିୱାଦିରୁ ଉଠାଇ ଆଣିଲା ଦିଲ୍ଲୀ ପୋଲିସ। ହରିରାମ ବଂଶଲଙ୍କ…

୩ ବରିଷ୍ଠ IASଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର : ରାଜ୍ୟର ବରିଷ୍ଠ ପ୍ରଶାସନିକ ସ୍ତରରେ ପୁଣି ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର । ୩ ଜଣ ବରିଷ୍ଠ IAS ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ସାଧାରଣ ପ୍ରଶାସନ, ଖଣି ଏବଂ ସାମାଜିକ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗରେ…

ଟ୍ରାଫିକ୍ ଡ୍ୟୁଟିରେ ଆରମ୍ଭ ହେଲା ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥା

ଭୁବନେଶ୍ୱର : ରାଜଧାନୀରେ ଟ୍ରାଫିକ୍ ପରିଚାଳନାକୁ ଅଧିକ ସ୍ମାର୍ଟ ଓ ଆଧୁନିକ କରିବା ଲକ୍ଷ୍ୟରେ କମିଶନରେଟ୍ ପୁଲିସ ପକ୍ଷରୁ ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ରବିବାର ସନ୍ଧ୍ୟାରେ ପୁଲିସ ସେବା ଭବନଠାରେ ଆୟୋଜିତ…

ମହାଷ୍ଟମୀରେ ବନ୍ଦ ରହିବ ସବୁ ମଦ ଦୋକାନ !

କୋଲକତା: ଆସନ୍ତା ଶାରଦୀୟ ଦୁର୍ଗାପୂଜାର ମହାଷ୍ଟମୀ ଦିନ ପଶ୍ଚିମବଙ୍ଗର ସବୁ ମଦ ଦୋକାନ ବନ୍ଦ ରହିବ । ଖାଲି ସେତିକି ନୁହେଁ ରାଜ୍ୟରେ ଥିବା ବାର୍‌ଗୁଡିକ ମଧ୍ୟ ସେଦିନ ବନ୍ଦ ରହିବ । ମା’ ମଣ୍ଡପରେ ପୂଜା ପାଉଥିବା ବେଳେ ରାଜ୍ୟରେ…

ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଖୁସି ଖବର, କୋହଳ ହେଲା ଏଲପିଜି ରିଫିଲ୍ ବୁକିଂ ବ୍ୟବଧାନ

ନୂଆଦିଲ୍ଲୀ: ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଖୁସି ଖବର। ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଗ୍ରାହକଙ୍କ ପାଇଁ ଏଲପିଜି ରିଫିଲ୍ ବୁକିଂ ବ୍ୟବଧାନକୁ କୋହଳ କରିଛନ୍ତି କେନ୍ଦ୍ର ସରକାର। ଏଣିକି ସମସ୍ତ ଘରୋଇ ଏଲପିଜି ଗ୍ରାହକ ୨୫ ଦିନ ବ୍ୟବଧାନରେ ସିଲିଣ୍ଡର ରିଫିଲ୍…

ଡିଭାଇଡରେ ପିଟି ହୋଇ ଓଲଟିଲା ପିକ୍ଅପ୍, ୬ ମୃତ, ୩୦ ଗୁରୁତର

ବାଗପତ : ଉତ୍ତରପ୍ରଦେଶର ବାଗପତ ଜିଲ୍ଲାର ଇଷ୍ଟର୍ଣ୍ଣ ପେରିଫେରାଲ୍ ଏକ୍ସପ୍ରେସ୍ୱେରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ପିକ୍ଅପ୍ ଗାଡ଼ି ଡିଭାଇଡରରେ ଧକ୍କା ଦେବା ପରେ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ…

ବିଧାନସଭାରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ ବିଜୟ, ବିରୋଧୀଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ: ବିଧାନସଭାରେ ନିଜ ଅଭିଭାଷଣ ରଖି ବିଜୟ କହିଛନ୍ତି, ତାମିଲନାଡୁର ଜନତା ପୂର୍ବରୁ ଅନ୍ନା, ଏମ୍‌ଜିଆର୍‌ ଏବଂ ଏନ୍‌ଟିଆର୍‌ଙ୍କ ଭଳି ନେତାଙ୍କୁ ଜନାଦେଶ ଦେଇଛନ୍ତି । ଆଉ ଏବେ ସେହି ଜନସମର୍ଥନ ତାଙ୍କୁ ମଧ୍ୟ ମିଳିଛି । ମହିଳାଙ୍କ ପ୍ରସଙ୍ଗରେ ମଧ୍ୟ…

ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି, ମଝି ଆକାଶରୁ ଫେରିଲା

କୋଚି : ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ମଝି ଆକାଶରୁ ଫେରିଛି ବିମାନ । କୋଚିରୁ ଆବୁଧାବି ଯାଉଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସର ବୋଇଂ ୭୩୭ ବିମାନ IX 415କୁ ଉଡ଼ାଣ ମଝିରୁ ପୁଣି କୋଚି ଫେରିବାକୁ…

ରନୱେରୁ ବାହାରକୁ ଚାଲିଗଲା କାର୍ଗୋ ବିମାନ : ୫ ମୃତ, ୫ ଆହତ

ନୂଆଦିଲ୍ଲୀ: ରନୱେରୁ ବାହାରିଗଲା କାର୍ଗୋ ବିମାନ । ମିଆମି ଅନ୍ତର୍ଜାତୀୟ ବିମାନବନ୍ଦରରେ ଆମାଜନ ପ୍ରାଇମ ଏୟାରର କାର୍ଗୋ ବିମାନ ରନୱେରୁ ବାହାରକୁ ଚାଲିଗଲା । ଫଳରେ ୫ ଜଣଙ୍କ ମୃତ୍ୟୁ ଏବଂ ୫ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାରେ 21…