ଏକା ଦିନେ ଓପିଏସ୍ସିର ଦୁଇଟି ପରୀକ୍ଷା ; ଦ୍ବନ୍ଦ୍ବରେ ପରୀକ୍ଷାର୍ଥୀ
ଭୁବନେଶ୍ବର : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସ୍ (ଓସିଏସ୍) ମୁଖ୍ୟ ପରୀକ୍ଷା ଏବଂ ଓଡ଼ିଶା ଏଗ୍ରିକଲଚର ଇଞ୍ଜିନିୟରିଂ ସର୍ଭିସ୍ (ଓଏଇଏସ୍)ର ସହକାରୀ ଏଗ୍ରିକଲଚର୍ ଇଞ୍ଜିନିୟରିଂ ପଦ ପାଇଁ ପ୍ରିଲିମନାରୀ ପରୀକ୍ଷା ଗୋଟିଏ ଦିନରେ ରହିଛି।…