UPI ପ୍ରସଙ୍ଗ: MDR ଉପରେ ରୋକ୍ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ, NPCI ଏବଂ RBIକୁ ନୋଟିସ୍
ନୂଆଦିଲ୍ଲୀ: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ୍ (MDR) ଲାଗୁ କରିବା ନିଷ୍ପତ୍ତି ଉପରେ ରୋକ୍ ଲଗାଇବାକୁ ମନା କରିଛନ୍ତି ସୁପ୍ରିମକୋର୍ଟ । ଏହାକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଆବେଦନ…