ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲା ସ୍ୱାମୀ
ପୁରୀ: ପୁରୀ କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ଆଲାମଚଣ୍ଡି ଅଞ୍ଚଳରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ପୀଡିତାଙ୍କ ନାମ ସରୋଜିନୀ ମଲ୍ଲିକ ଏବଂ ତାଙ୍କ ସ୍ୱାମୀ, ଅଭିଯୁକ୍ତ ବିକ୍ରମ କୁମାର ମଲ୍ଲିକ (୩୭) ବୋଲି ଜଣାପଡିଛି।…