ଟ୍ରକ୍ ଟର୍ମିନାଲ୍ର ସୁଚାରୁ ପରିଚାଳନା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ–IOCL ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର : ଜାତୀୟ ଓ ରାଜ୍ୟ ରାଜପଥରେ ଅବୈଧ ପାର୍କିଂ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣା ଓ ତଦଜନିତ ପ୍ରାଣହାନିକୁ ରୋକିବା ସହ ଭାରୀଯାନ ଚାଳକମାନଙ୍କୁ ଉନ୍ନତ ସୁବିଧା-ସୁଯୋଗ ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।…