ବିଜେପିର ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ନିଯୁକ୍ତ; ବୈଜୟନ୍ତ ପଣ୍ଡାଙ୍କୁ ଓବିସି ମୋର୍ଚ୍ଚା ଦାୟିତ୍ୱ
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ସଂଗଠନର ୭ଟି ମୋର୍ଚ୍ଚା ପାଇଁ ନୂଆ ପ୍ରଭାରୀଙ୍କ ନାମ ଘୋଷଣା କରିଛି। ବସ୍ତୀର ଲୋକସଭା ସାଂସଦ ହରିଶ ଦ୍ୱିବେଦୀଙ୍କୁ ଯୁବ ମୋର୍ଚ୍ଚାର ପ୍ରଭାରୀ କରାଯାଇଥିବା ବେଳେ ରାଜସ୍ଥାନର ବରିଷ୍ଠ ନେତା ତଥା ରାଜ୍ୟସଭା…