September 11, 2026

ପାର୍ବଣରେ ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଆସୁଛି ପାର୍ବଣ ଋତୁ । ଏପଟେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ଦକ୍ଷିଣ ଓଡ଼ିଶାର ସମସ୍ତ ପୂଜା କମିଟି, ଆୟୋଜକ, ବ୍ୟବସାୟୀ, ଅଭିଭାବକ ଏବଂ ସାଧାରଣ ନାଗରିକଙ୍କୁ ପୂଜା ଓ ପାର୍ବଣ ସମୟରେ ବିଦ୍ୟୁତ ଶକ୍ତିର ସୁରକ୍ଷିତ ବ୍ୟବହାର…

ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ଆମେରିକା ଓ ଇରାନକୁ ପିଏମ୍ ମୋଦିଙ୍କ ପରୋକ୍ଷ ବାର୍ତ୍ତା

ନୂଆଦିଲ୍ଲୀ: ବିଶ୍ୱ ଅର୍ଥନୀତି ଏବଂ ଭୂ-ରାଜନୀତିରେ ବ୍ରିକ୍ସ ସମୂହର ଗୁରୁତ୍ୱ କ୍ରମାଗତ ଭାବେ ବୃଦ୍ଧି ପାଉଛି । ବ୍ରିକ୍ସ ବିଜନେସ୍ ଫୋରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସଶକ୍ତ ଏବଂ ବିକଶିତ ଭାରତର ଚିତ୍ର ଉପସ୍ଥାପନ କରିବା ସହ…

ମୋଦୀ-ପୁଟିନ ଦ୍ୱିପାକ୍ଷିକ ବୈଠକ: ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ଆଲୋଚନା

ନୂଆଦିଲ୍ଲୀ: ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ତିନିଦିନିଆ ଭାରତ ଗସ୍ତରେ ଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ବୈଠକରେ ଭାରତ-ରୁଷ ସମ୍ପର୍କର ବିଭିନ୍ନ ଦିଗ ସହ…

ବ୍ରିକ୍ସ ସମ୍ମିଳନୀ ପାଇଁ ଭାରତରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ

ନୂଆଦିଲ୍ଲୀ : ଭାରତରେ ପହଞ୍ଚି ସାରିଛନ୍ତି ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ। ସେ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବେ ଏବଂ ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ବୈଠକ ମଧ୍ୟ କରିବେ। କିର୍ଗିଜସ୍ତାନର ବିଶକେକରେ ଏସସିଓ ସମ୍ମିଳନୀ ଅବସରରେ…

ମୁମ୍ବାଇ ଏୟାରପୋର୍ଟରୁ ମସଜିଦ ହଟାଇବାକୁ MMRDAର ନିର୍ଦ୍ଦେଶ

ମହାରାଷ୍ଟ୍ର: ମୁମ୍ବାଇ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ପରିସରରେ ନିର୍ମିତ ଏକ ମସଜିଦକୁ ବେଆଇନ ବୋଲି ଦର୍ଶାଇ ଏହାକୁ ହଟାଇବା ପାଇଁ ଆଦେଶ ଦେଇଛି ମହାରାଷ୍ଟ୍ର ରିଜିଓନାଲ୍ ଆଣ୍ଡ ଡେଭଲପମେଣ୍ଟ ଅଥରିଟି (MMRDA) । ବିମାନବନ୍ଦରର ଟର୍ମିନାଲ୍-୨ର VIP ଆରାଇଭାଲ୍ ଏବଂ ଟ୍ୟାକ୍ସି ଷ୍ଟାଣ୍ଡ…

କଙ୍ଗୋର ୨ଟି ସ୍କୁଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୬ ମୃତ, ଅନେକ ଆହତ

କଙ୍ଗୋ: ଗୁରୁବାର ଦିନ କଙ୍ଗୋର ପୂର୍ବ ଡେମୋକ୍ରାଟିକ୍ ରିପବ୍ଲିକ୍ ସହର ବୁକାଭୁରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ଦୁଇଟି ସ୍କୁଲରେ ଅଗ୍ନିକାଣ୍ଡ ଘଟି ୨୬ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା…

ବ୍ରିକ୍ସ ସମିଟ୍ ପାଇଁ ଦିଲ୍ଲୀରେ ଅଭେଦ୍ୟ ସୁରକ୍ଷା ବ୍ୟବସ୍ଥା, ୩୦ ହଜାରରୁ ଅଧିକ ସୁରକ୍ଷାକର୍ମୀ ମୁତୟନ

ନୂଆଦିଲ୍ଲୀ: ୧୮ତମ ବ୍ରିକ୍ସ ସମ୍ମିଳନୀ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଏହା ସହିତ ରାଜଧାନୀ ଦିଲ୍ଲୀ ଏବେ ସୁରକ୍ଷା ବଳୟ ମଧ୍ୟରେ ରହିଛି । ସମ୍ମିଳନୀକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ଅଭେଦ୍ୟ କରାଯାଇଛି । ଲୁଟିୟନ୍ସ ଦିଲ୍ଲୀ…

ଚର୍ଚ୍ଚ ଛାତ ଭୁଶୁଡ଼ି ୩ ମୃତ, ୧୧ ଆହତ

ତାମିଲନାଡୁ: ଗତକାଲି ରାତିରେ ତାମିଲନାଡୁର ଭେଲୋରରେ ଏକ ନିର୍ମାଣଧୀନ ଚର୍ଚ୍ଚର ଛାତ ଭୁଶୁଡ଼ି ପଡ଼ିଛି । ଫଳରେ ଭଗ୍ନାବଶେଷ ତଳେ ଚାପି ହୋଇ ୩ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୧୧ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଅଗ୍ନିଶମ…

ୟୁଏଇ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ, ନିବେଶ ପାଇଁ ଅଛି ସବୁ ସୁବିଧା

ଭୁବନେଶ୍ୱର : ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ୟୁଏଇ ନିବେଶକମାନଙ୍କୁ ସହଭାଗୀ ହେବା ପାଇଁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁବାଇରେ ଆୟୋଜିତ ଓଡିଶା ନିବେଶକ ସମ୍ମିଳନୀ-ୟୁଏଇ- ୨୦୨୬ ରେ ପ୍ରାୟ ୪୦୦ ଜଣ ବ୍ୟବସାୟୀ,…

୫ ଶିଶୁ ଓରାଙ୍ଗଉଟାନଙ୍କୁ ଫେରାଇ ନେବାକୁ ଇଣ୍ଡୋନେସିଆ ତତ୍ପର, ନିଷ୍ପତ୍ତି ହୋଇ ନଥିବା କହିଲେ ପିସିସିଏଫ

ଭୁବନେଶ୍ୱର : ବାଲେଶ୍ୱରରୁ ଉଦ୍ଧାର ୫ ଶିଶୁ ଓରାଙ୍ଗଉଟାନ୍ କୁ ଫେରାଇ ନେବାକୁ ଇଣ୍ଡୋନେସିଆ ତତ୍ପର। ଇଣ୍ଡୋନେସିଆର ବନ ମନ୍ତ୍ରଣାଳୟ ଭାରତୀୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିଛି। ଘଟଣାକୁ ଗୁରୁତ୍ୱର ସହ ନେଇ ଇଣ୍ଡୋନେସିଆ ବନ ମନ୍ତ୍ରଣାଳୟ ଭାରତର CITES Management…