ହର୍ମୁଜରେ ପୁଣି ଆକ୍ରମଣ; ୩% ବୃଦ୍ଧି ପାଇଲା ଅଶୋଧିତ ତୈଳ ଦର
ତେହେରାନ: ହର୍ମୁଜ ପ୍ରଣାଳୀ ଏବଂ ଉପସାଗରୀୟ ଅଞ୍ଚଳରେ ବାଣିଜ୍ୟିକ ଜାହାଜ ଉପରେ ନିକଟରେ ହୋଇଥିବା ଆକ୍ରମଣ ବିଶ୍ୱ ଯୋଗାଣ ସଙ୍କଟକୁ ଆହୁରି ବଢ଼ାଇଛି।ସୋମବାର ଦିନ ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବ୍ରେଣ୍ଟ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ…