September 17, 2026

ପୁରୀରେ ଖଜା ଦୋକାନରେ ଚଢାଉ ; ବାସୀ ଚିନି ଶିରା, ନିମ୍ନମାନର ପାମୋଲିନ ତେଲର ହେଉଛି ବ୍ୟବହାର

ପୁରୀ : ଖଜା ଦୋକାନରେ ଚଢାଉ। ଗୁରୁବାର ସକାଳୁ ସକାଳୁ ପୁରୀର କେତେକ ଖଜା ଓ ଗଜା ଦୋକାନରେ ଚଢାଉ କରାଯାଇ ଜୋରିମାନା ଆଦାୟ କରାଯାଇଛି। ଖଜା ଓ ଗଜା ପ୍ରସ୍ତୁତି କେନ୍ଦ୍ରରେ ଖାଦ୍ୟ ନିରାପତ୍ତା ଅଧିକାରୀ ଏବଂ ପୁଲିସ ମିଳିତ…

ଉତ୍ତର ଥାଇଲାଣ୍ଡରେ ଘୂର୍ଣ୍ଣିବଳୟ, ୧୯ରେ ଲଘୁଚାପ ; ୧୯ରେ ବାତ୍ୟା ଆକଳନ: ଆଇଏମ୍‌ଡି

ଭୁବନେଶ୍ବର: ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ନେଇ ଚର୍ଚ୍ଚା ଭିତରେ ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି।…

ବିଶ୍ବ ଦକ୍ଷତା କେନ୍ଦ୍ରକୁ ନିତି ଆୟୋଗର ପ୍ରଶଂସା

ଭୁବନେଶ୍ବର: ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ପ୍ରତ୍ୟେକ ନାଗରିକଙ୍କ ସାମାଜିକ ଓ ଆର୍ଥିକ ପ୍ରଗତି ଉପରେ ଗୁରୁତ୍ୱ ଦିଆଯାଉଛି। ଏହି ଲକ୍ଷ୍ୟ ହାସଲରେ ଦକ୍ଷତା ବିକାଶ କ୍ଷେତ୍ର ଏକ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଭୁବନେଶ୍ୱରଠାରେ ଓଡ଼ିଶା ସରକାରଙ୍କ…

ସାରା ରାଜ୍ୟରେ ବିଶ୍ୱକର୍ମା ପୂଜା ଆନନ୍ଦ ଉତ୍ସାହର ସହ ପାଳିତ

ଭୁବନେଶ୍ବର : ଆଜି ପବିତ୍ର ବିଶ୍ୱକର୍ମା ପୂଜା। ଶାସ୍ତ୍ର ଅନୁଯାୟୀ ବିଶ୍ୱକର୍ମାଙ୍କୁ ଦୁନିଆର ପ୍ରଥମ ଯନ୍ତ୍ରୀ ଏବଂ ବାସ୍ତୁକାରକ ବୋଲି କୁହାଯାଏ। ଏହି ପୂଜାର ନିତୀ ସୂର୍ଯ୍ୟଦେବତାଙ୍କୁ ଦର୍ଶନ କରି କରାଯାଏ। ମାନ୍ୟତା ଅନୁଯାୟୀ ପୌରାଣିକ କାଳରେ ଦେବତା ମାନଙ୍କ ଅସ୍ତ୍ରଶସ୍ତ୍ର…

ହାଇକୋର୍ଟରେ ଓସିଏ ନିର୍ବାଚନ ମାମଲା,ସତ୍ୟପାଠ ଦାଖଲ

କଟକ: ଓଡ଼ିଶା କ୍ରିକେଟ ଆସୋସିଏସନ୍‌ (ଓସିଏ ) କର୍ମକର୍ତ୍ତା ନିର୍ବାଚନ ବିଳମ୍ବକୁ ନେଇ ଦାୟର ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ପକ୍ଷରୁ ଏହି ସତ୍ୟପାଠ ଦାଖଲ କରାଯାଇଛି।ଓସିଏ କର୍ମକର୍ତ୍ତାଙ୍କ ନିର୍ବାଚନ ବିଳମ୍ବ ହେଉଥିବା…

ଆମେରିକାରେ ହାଇଦ୍ରାବାଦ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ; ମାତ୍ର ୧୭ ଦିନ ପୂର୍ବରୁ ହୋଇଥିଲା ବିବାହ

ନୂଆଦିଲ୍ଲୀ: ଆମେରିକାରେ ରହୁଥିବା ନିଜ ଘରେ ସନ୍ଦେହଜନକ ଅବସ୍ଥାରେ ହାଇଦ୍ରାବାଦର ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ପରିଚୟ ମହମ୍ମଦ ଜବେର୍‌ ହୁସେନ୍‌ ଭାବେ କରାଯାଇଛି। ୨୮ ବର୍ଷୀୟ ହୁସେନ୍‌ଙ୍କର ୧୭ ଦିନ ତଳେ ବିବାହ ହୋଇଥିଲା। ମାସାଚୁସେଟ୍ସର ଲୋୱେଲସ୍ଥିତ…

ସିବିଏସ୍ଇ ତ୍ରି-ଭାଷା ନୀତି: ଷଷ୍ଠ ଶ୍ରେଣୀ ଶିକ୍ଷାର୍ଥୀଙ୍କୁ ବିକଳ୍ପ ସୁଯୋଗ ଦେବାକୁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦ୍ୱାରା ପ୍ରଣୀତ ”ତ୍ରି-ଭାଷା ନୀତି” (ଥ୍ରୀ-ଲାଙ୍ଗୁଏଜ୍ ପଲିସି) ଲାଗୁ କରିବା ନେଇ ଗୁରୁବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଚଳିତ ଶିକ୍ଷାବର୍ଷରେ ଷଷ୍ଠ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ପାଇଁ ଏହି ନୂତନ…

୭୬ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ ମୋଦୀ: ନା ଅଛି ନିଜର ଘର ନା ଗାଡ଼ି, ଜାଣନ୍ତୁ କେତେ ତାଙ୍କର ମୋଟ ସମ୍ପତ୍ତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କ ଆର୍ଥିକ ସ୍ଥିତି, ବ୍ୟାଙ୍କ ଜମା ଓ ସମ୍ପତ୍ତିକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ନିର୍ବାଚନ ସମୟରେ ଦାଖଲ କରାଯାଇଥିବା…

ଟାଟାରେ ଚନ୍ଦ୍ର‌ଶେଖରନଙ୍କୁ ଆଉ ୫ ବର୍ଷ ନିଯୁକ୍ତି

ମୁମ୍ବାଇ: ତୃତୀୟ ପାଳିକୁ ଅପେକ୍ଷା ବହୁଦିନ ଅପେକ୍ଷା କରି ନିକଟରେ ଇସ୍ତଫା ଦେଇଥିବା ଏନ ଚନ୍ଦ୍ରଶେଖରନଙ୍କୁ ଟାଟା ସନ୍ସ ପକ୍ଷରୁ ଅଧ୍ୟକ୍ଷ ଭାବେ ପୁନଃନିଯୁକ୍ତି ଦିଆଯାଇଛି। ଷ୍ଟକ୍‌ ବଜାରରେ ପ୍ରବେଶ କରିବାକୁ ଟାଟା ଉପରେ ଚାପ ପଡ଼ୁଥିବା ଭଳି ଏକ ଗୁରୁତ୍ବପୂର୍ଣ୍ଣ…

ମୋଦୀଙ୍କ ଜନ୍ମଦିନରେ ଜଳିଲା ୭୬ ହଜାର ଦୀପ

ଅହମ୍ମଦାବାଦ: ଅହମ୍ମଦାବାଦରେ ମଧ୍ୟରାତ୍ରିରେ ଏକାସାଙ୍ଗରେ ୭୬ ହଜାର ଦୀପ ଜଳାଯାଇଛି । ଏହି ସମୟରେ ମା’ ଉମିୟାଙ୍କ ମଧ୍ୟ ମହାଆଳତି ଚାଲିଥିଲା। ହଜାର ହଜାର ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁସ୍ଥତା ଓ ଦୀର୍ଘାୟୁ ପାଇଁ ପ୍ରାର୍ଥନା କରିଥିଲେ। ୨୦୨୬ ସେପ୍ଟେମ୍ବର…