October 2026

କଡ଼ା ଟକ୍କର ମଧ୍ୟରେ ସରିଲା ଛାତ୍ର ସଂସଦ ନିର୍ବାଚନ, ଏବିଭିପିର ୧୪୨, ବିସିଜେଡି ଜିତିଲା ୧୨୧

ଭୁବନେଶ୍ବର : ସରିଲା ଛାତ୍ର ସଂସଦ ନିର୍ବାଚନ । ଏବିଭିପି ଜିତିଲା ୧୪୨, ବିସିଜେଡି ଜିତିଲା ୧୨୧ । ସବୁଠି ଦେଖିବାକୁ ମିଳିଛି କଡ଼ା ଟକ୍କର । ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ହଙ୍ଗାମା, ପୋଲିସ ଛାଉଣୀ, ସ୍ଲୋଗାନବାଜି ଏବଂ…

୨୨ରୁ ୨୭ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର !

ଭୁବନେଶ୍ବର : ଆସୁଛି ଆଉ ଏକ ଲଘୁଚାପ । ୨୨ରୁ ୨୭ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭବନା । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟର ସ୍ଥାନେ ସ୍ଥାନେ ବର୍ଷା…

MP-MLAଙ୍କ ଅପରାଧିକ ମାମଲା ପାଇଁ ୧୪ ସ୍ୱତନ୍ତ୍ର କୋର୍ଟ, ୧୩୬ ପଦବୀକୁ ସରକାରଙ୍କ ମୋହର

ଭୁବନେଶ୍ୱର : MP-MLAଙ୍କ ଅପରାଧିକ ମାମଲାର ହେବ ତ୍ୱରିତ ବିଚାର । ସାଂସଦ-ବିଧାୟକଙ୍କ ମାମଲା ପାଇଁ ୧୪ ସ୍ୱତନ୍ତ୍ର କୋର୍ଟ । ୧୩୬ ପଦବୀକୁ ସରକାରଙ୍କ ମଞ୍ଜୁରି । ଓଡ଼ିଶାରେ ସାଂସଦ ଓ ବିଧାୟକଙ୍କ ମାମଲାର ହେବ ତ୍ୱରିତ ବିଚାର ।…

ଖରସ୍ରୋତା ନଦୀରେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର

ଯାଜପୁର: ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । ଯାଜପୁର ଖରସ୍ରୋତା ନଦୀରେ ବଡ଼ ଅଘଟଣ । ନିଖୋଜ ବୃଦ୍ଧ ଜଣକ ହେଲେ କୋରେଇ ବ୍ଲକ ତଣ୍ଡରା ଗ୍ରାମ ପଞ୍ଚାୟତ ବରେଇ ଗାଁର ୬୭ ବର୍ଷୀୟ ଗଜେନ୍ଦ୍ର ମାଝୀ । ନିକଟ ନଦୀକୁ ଶୌଚ…

୮୦ ବର୍ଷରେ ପଦାର୍ପଣ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ଓଡ଼ିଶା ରାଜନୀତିର ଏକ ଦୀର୍ଘ ଅଧ୍ୟାୟ ସହ ଯୋଡ଼ି ହୋଇରହିଛି ନବୀନ ପଟ୍ଟନାୟକଙ୍କ ନାଁ । ଲଗାତାର ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ, ଆଉ ଗତ ଦୁଇ ବର୍ଷରୁ ଅଧିକ ସମୟ ଧରି ବିରୋଧୀ ଦଳ ନେତା ।…

କଟକରେ ଦୁର୍ଗାପୂଜା ପାଇଁ ମୁତୟନ ହେବେ ୬୦ ପ୍ଲାଟୁନ ପୁଲିସ ଫୋର୍ସ 

କଟକ: ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ କଟକ ସହରରେ ବ୍ୟାପକ ପୁଲିସ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ସମୟରେ ସହରରେ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ। ଏନେଇ କଟକ ଡିସିପି ରିଷିକେଶ…

ଏସ୍‌ଆଇଆର୍‌ ପ୍ରକ୍ରିୟା ; ଜାନୁଆରୀ ୧୦ରେ ପ୍ରକାଶ ପାଇବ ସାନି ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ୱର: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପରେ ଭୋଟର ତାଲିକାରୁ ବାଦ୍‌ ପଡ଼ିଥିବା ଯୋଗ୍ୟ ଭୋଟର୍‌ ଏବଂ ୨୦୨୭ ଅକ୍ଟୋବର ୧ ସୁଦ୍ଧା ୧୮ ବର୍ଷ ହେଉଥିବା ଯୁବକ ଯୁବତୀଙ୍କୁ ଅନ୍ତର୍ଭୁକ୍ତ କରିବା ନିମନ୍ତେ ଘରକୁ ଘର ଯାଞ୍ଚ ଚାଲିଛି। ଆସନ୍ତା…

ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ

ବାରିପଦା : ପ୍ରକୃତି ଓ ବନ୍ୟଜନ୍ତୁପ୍ରେମୀ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତା ନଭେମ୍ବର ୧ ତାରିଖରୁ ଖୋଲିବ ବିଶ୍ବପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବା ସହ ପ୍ରବେଶ ପାଇଁ ଅନୁମତି ଦିଆଯିବା ସମ୍ପର୍କରେ…

‘ଅଦ୍ୱିକା’ ଯୋଜନାରେ କିଶୋରୀମାନେ ପାଇବେ ଦକ୍ଷତା ପ୍ରଶିକ୍ଷଣ, ମହିଳା ଓ ଶିଶୁ ବିକାଶ ବିଭାଗ ଓ ବିଜିୟୁ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ (ବିଜିୟୁ) ମଧ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି। ମହିଳା ଓ ଶିଶୁ…

ଲୋକଭବନରେ ଆଉ ୧୪୪ କ୍ୱାର୍ଟର୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଲୋକଭବନ ପରିସରରେ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପାଟି। ଏହି ପ୍ରକଳ୍ପ ଅନ୍ତର୍ଗତ ଚାରୋଟି ବ୍ଲକ୍ରେ ୯୬ଟି ‘ଇ-ଟାଇପ୍’ଏବଂ ଦୁଇଟି ବ୍ଲକ୍ରେ ୪୮ଟି ‘ଏଫ୍-ଟାଇପ୍’ କ୍ୱାର୍ଟର୍ସ…