କୂଅରେ ପଡ଼ିଲା ହାତୀ, ଉଦ୍ଧାର କଲା ବନ ବିଭାଗ
ବଲାଙ୍ଗୀର: କୂଅରେ ପଡ଼ିଲା ହାତୀ । ଦୀର୍ଘ ସମୟ ପରେ ଉଦ୍ଧାର କଲା ବନ ବିଭାଗ । ବଲାଙ୍ଗୀର ଜିଲ୍ଲା ମୁରିବାହାଲ ରେଞ୍ଜ ହୀରାପୁର ଗାଁ ନିକଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ହାତୀଟି କୂଅରେ ପଡ଼ିଯାଇଥିବା ଖବର ପାଇବା…
ବଲାଙ୍ଗୀର: କୂଅରେ ପଡ଼ିଲା ହାତୀ । ଦୀର୍ଘ ସମୟ ପରେ ଉଦ୍ଧାର କଲା ବନ ବିଭାଗ । ବଲାଙ୍ଗୀର ଜିଲ୍ଲା ମୁରିବାହାଲ ରେଞ୍ଜ ହୀରାପୁର ଗାଁ ନିକଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ହାତୀଟି କୂଅରେ ପଡ଼ିଯାଇଥିବା ଖବର ପାଇବା…
ନୂଆପଡା : ଖଡ଼ିଆଳରେ ଚାଞ୍ଚଲ୍ୟ । ଗୋଟିଏ କୋଠରୀରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର । ନୂଆପଡା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ଖମତରେଇ ଗାଁରେ ଅଭାବନୀୟ ଘଟଣା । ଝୁଲନ୍ତା ଅବସ୍ଥାରେ ସ୍ତ୍ରୀଙ୍କ ମୃତଦେହ ରହିଥିବା ବେଳେ ସ୍ୱାମୀଙ୍କ ମୃତଦେହ ଖଟ…
ମାଲକାନଗିରି: ଛତିଶଗଡ଼ ସୁକମା ଜିଲ୍ଲାରେ ମାଓ ଡମ୍ପ ଠାବ । ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ସୁକମା ଅଞ୍ଚଳରୁ ମାଓବାଦୀ ହଟିଥିଲେ ମଧ୍ୟ ଏବେବି ଜଙ୍ଗଲ ଭିତରେ ବିଭିନ୍ନ ଅସ୍ତ୍ରଶସ୍ତ୍ରକୁ ସୁରକ୍ଷାକର୍ମୀ ଉଦ୍ଧାର…
ବଣାଇ: ରାତିରେ କମ୍ପାନୀ ସାମଗ୍ରୀ ଜଗିଥିବାବେଳେ ସକ୍ୟୁରିଟି ଗାର୍ଡଙ୍କୁ ହତ୍ୟା । ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ସର୍ଗୀଗଡ଼ ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ସନାତନ ମୁଣ୍ଡା । ଘରୋଇ କମ୍ପାନୀରେ ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ…
କନ୍ଧମାଳ: କୁହୁଡ଼ିର ଧଳା ଚାଦରରେ ଢାଙ୍କି ହେଲା କନ୍ଧମାଳ ଜିଲ୍ଲା । ଧୀରେ ଧୀରେ ଶୀତର ଆଗମନ ହେଉଛି । ଆଜି ସକାଳୁ ସକାଳୁ ସମଗ୍ର ଅଞ୍ଚଳ ଘନ କୁହୁଡ଼ିର ଧଳା ଚାଦରରେ ଢାଙ୍କି ହୋଇଯାଉଥିବା ବେଳେ ହାଲୁକା ଥଣ୍ଡା ଅନୁଭବ…
ମାଲକାନଗିରି: ୬ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ୬ ମାଓବାଦୀ । ଏମାନଙ୍କ ମଧ୍ୟରେ ଅଛନ୍ତି ଓଡିଶାରେ ସକ୍ରିୟଥିବା ୪ ମାଓବାଦୀ ଓ ପଶ୍ଚିମ ବସ୍ତର ଡିଭିଜନର ଦୁଇ…
ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଇଣ୍ଡିଆ ବ୍ଲକର ୧୦ ଜଣ ନେତା ସୋମବାର ସୁପ୍ରିମ କୋର୍ଟ ଯାଇ ନିର୍ବାଚନ କମିଶନଙ୍କ ପକ୍ଷରୁ କରାଯାଇଥିବା ଏସଆଇଆର(ସ୍ପେଶାଲ ଇଂଟେନସିଭ ରିଭିଜନ) ବିରୁଦ୍ଧରେ ପିଟିସନ ଦାଖଲ କରିଛନ୍ତି । ରାହୁଲ…
ଷ୍ଟକହୋମ୍: ଅର୍ଥନୀତି କ୍ଷେତ୍ରରେ ୨୦୨୬ ବର୍ଷ ପାଇଁ ନୋବେଲ୍ ସ୍ମାରକୀ ପୁରସ୍କାର ଘୋଷଣା କରାଯାଇଛି। ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ୍ ଓ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିତ ଭାବେ ଏହି ସମ୍ମାନ ପ୍ରଦାନ କରାଯିବ। ମାକ୍ରୋ ଅର୍ଥନୀତିର ସ୍ଥିରତା ପାଇଁ ମାଇକ୍ରୋ…
ଜାମ୍ମୁ : ଜାମ୍ମୁ-କାଶ୍ମୀରର ପୁଞ୍ଚ୍ ଜିଲ୍ଲାରେ ବଡ଼ ଧରଣର IED ବିସ୍ଫୋରଣ । ଭୟଙ୍କର ବିସ୍ଫୋରଣରେ ୪ ପାକିସ୍ତାନୀ ଆତଙ୍କୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୁଞ୍ଚ୍ ଜିଲ୍ଲାର କୃଷ୍ଣା ଘାଟି ସେକ୍ଟର LoCର ଜିରୋ ଲାଇନ୍ ନିକଟ ସତୱାଲ-ନାକି ଅଞ୍ଚଳରେ…
ଇସଲାମାବାଦ : ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶର କ୍ୱେଟା ନିକଟରେ ଏକ ସେନାର ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ବିମାନରେ ଥିବା ଦୁଇ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି । ପାକିସ୍ତାନୀ ସେନା ପକ୍ଷରୁ ଏହି ଘଟଣା ସମ୍ପର୍କରେ…