October 2026

ବୋହୂ ଉପରେ ଗରମ ତେଲ ପକାଇ ଦେଲା ଶାଶୁ

ସୋର: ଶାଶୁର ଆକ୍ରମଣରେ ବୋହୂ ଗୁରୁତର । ଶାଶୁ ବୋହୂର କଳି ନେଲା ଉଗ୍ର ରୂପ । ବୋହୂ ଉପରକୁ ଗରମ ତେଲ ପକାଇଲା ଶାଶୁ । ଗରମ ତେଲ ପକାଇ ମାରିବାକୁ ଉଦ୍ୟମ । ଗୁରୁତର ଅବସ୍ଥାରେ ମେଡିକାଲ ରେ…

ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍

ଭୁବନେଶ୍ୱର : ପାର୍ବଣ ପୂର୍ବରୁ ପୁଣି ଗ୍ରାହକଙ୍କୁ ମହଙ୍ଗାମାଡ। ପକେଟରେ ପଡ଼ିବ ପ୍ରଭାବ। ଗତକାଲି ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଥିବା ବେଳେ ଏବେ ବଢିଲା ଓମଫେଡ୍ କ୍ଷୀର ଦର। ଆସନ୍ତା ୪ ତାରିଖରୁ ଓମଫେଡ୍ କ୍ଷୀର ଦର ବୃଦ୍ଧି…

ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ରାଜ୍ୟ ସରକାର: ଜନସମ୍ପର୍କ ପଦଯାତ୍ରାରେ ବିଜେପି ଉପରେ ନବୀନଙ୍କ କଡ଼ା ପ୍ରହାର

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ମାସବ୍ୟାପୀ ଜନସମ୍ପର୍କ ପଦଯାତ୍ରା ଶୁଭାରମ୍ଭ ଅବସରରେ ରାଜ୍ୟର ବିଜେପି ସରକାର ଉପରେ କଡ଼ା ପ୍ରହାର କରିଛନ୍ତି ବିରୋଧୀ ଦଳ ନେତା ତଥା ଦଳର ସଭାପତି ନବୀନ ପଟ୍ଟନାୟକ । ବୁଧବାର, ଗାନ୍ଧୀ ଜୟନ୍ତୀ ଠାରୁ…

ପୂଜା ପୂର୍ବରୁ ବନ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ସୂଚନା। ୧୦ ତାରିଖ ସୁଦ୍ଧା କ୍ଷତିଗ୍ରସ୍ତ ପାଇବେ କ୍ଷତିପୂରଣ। ଲଗାଣ ବର୍ଷା ଓ ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ କ୍ଷୟକ୍ଷତି ଆକଳନ ତ୍ୱରାନ୍ୱିତ କରାଯିବ। ୧୦ ତାରିଖ ସୁଦ୍ଧା ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବାକୁ ରାଜସ୍ବ ଓ…

ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିଲା ଅମୃତ ମଣୋହି ଜମି: ରାଜସ୍ୱ ପର୍ଷଦ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି ଓ ଦେବୋତ୍ତର ସମ୍ପତ୍ତିର ସୁରକ୍ଷା ଦିଗରେ ବୋର୍ଡ ଅଫ୍ ରେଭେନ୍ୟୁ, କଟକଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ଓ.ଏସ୍.ଏସ୍. କେସ୍ ନଂ. ୬୫୮/୨୦୨୨ରେ ରାଜସ୍ବ ପର୍ଷଦ, କଟକ ଏକ ମାମଲାର ଶୁଣାଣି କରି…

ଫ୍ଲାଇଦୁବାଇ ପାଇଲଟ ସ୍ମିତ ମଚ୍ଛାରଙ୍କୁ ମିଳିବ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ

ଗୁଜରାଟ : ଫ୍ଲାଇଦୁବାଇ ବିମାନରେ ନିଜ ଜୀବନକୁ ବିପଦରେ ପକାଇ ଯାତ୍ରୀମାନଙ୍କୁ ସୁରକ୍ଷିତ ରକ୍ଷା କରିଥିବା ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛାରଙ୍କ ପାଇଁ ରାଜ୍ୟ ପୁରସ୍କାର ଘୋଷଣା କରିଛନ୍ତି ଗୁଜରାଟ ସରକାର । ତାଙ୍କର ଅସାଧାରଣ ସାହସ ଓ ମାନବିକ କାର୍ଯ୍ୟ…

ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ, ୯ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ପାକିସ୍ତାନର ଘାତକ ଏୟାରଷ୍ଟ୍ରାଇକ । ୯ ନାଗରିକଙ୍କ ମୃତ୍ୟୁ ଦାବି କଲା କାବୁଲ । ୨୨ ଆତଙ୍କବାଦୀ ନିହତ ହୋଇଥିବା କହିଲା ଇସଲାମାବାଦ। ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ପୁଣି ବଢ଼ିଛି ଉତ୍ତେଜନା। ଆଫଗାନିସ୍ତାନ ଭିତରେ ପାକିସ୍ତାନ…

ଭାରତୀୟ ପାଇଲଟ ସ୍ମିତ୍ ଙ୍କ ସାହସକୁ ସଲାମ କଲେ ପିଏମ୍ ମୋଦି

ନୂଆଦିଲ୍ଲୀ : ପାଇଲଟ୍ କ୍ୟାପଟେନ୍ ସ୍ମିତ୍ ମାଚ୍ଛରଙ୍କ ସାହସକୁ ସଲାମ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆରେ Xରେ ପୋଷ୍ଟ କରି ସ୍ମିତ୍ ଙ୍କୁ ହିରୋ ବୋଲି କହିବା ସହ ତାଙ୍କ ପାଇଁ ଭାରତ ଗର୍ବିତ ବୋଲି ଉଲ୍ଲେଖ…

ଦେଶରୁ ମୌସୁମୀ ପ୍ରତ୍ୟାହାର ଜାରି: ଗରମରେ ସିଝିବ ଅକ୍ଟୋବର ! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…

ନୂଆଦିଲ୍ଲୀ: ୨୦୨୬ ମସିହାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାହାର ଜାରି ରଖିଛି। ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା ଦିଲ୍ଲୀ ସହିତ ପଞ୍ଜାବ, ହରିୟାଣା ଏବଂ ରାଜସ୍ଥାନର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାହାର କରିସାରିଛି। ତଥାପି, ପାଣିପାଗ ବିଭାଗ ଅନୁଯାୟୀ, ଆଗାମୀ…

ଆଫଗାନିସ୍ତାନରେ ଭୂକମ୍ପ, ୫.୩ ତୀବ୍ରତାରେ ଦୋହଲିଲା ହିନ୍ଦୁକୁଶ ଅଞ୍ଚଳ

ନୂଆଦିଲ୍ଲୀ : ଭୂକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ । ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳ ସ୍ଥଳଭାଗରେ ଆଜି ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୫.୩ ରହିଥିବା ଜଣାପଡିଛି । ତେବେ ଏଥିରେ କିଛି କ୍ଷୟକ୍ଷତି ହୋଇନାହିଁ ।…