ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ଶ୍ରୀମନ୍ଦିର ଉତ୍ତର ଦ୍ବାରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା
ପୁରୀ: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଏବଂ ବୟସ୍କ ଭକ୍ତମାନଙ୍କ ସୁଗମ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଉତ୍ତର ଦ୍ୱାରରେ ସ୍ୱତନ୍ତ୍ର ବ୍ୟବସ୍ଥା ଆୟୋଜନ କରାଯାଉଛି । ଶ୍ରୀମନ୍ଦିରର ଉତ୍ତର ଦ୍ୱାର ଗୁମୁଟ ଠାରୁ କୂର୍ମ ବେଢ଼ା ପର୍ଯ୍ୟନ୍ତ ରାମ୍ପ୍ ଏବଂ ରେଲିଂ…