October 3, 2026

ନୟାପଲ୍ଲୀ ଦୁଷ୍କର୍ମ ମାମଲା: ଚୋରି କରିବାକୁ ଆସି ଦୁଷ୍କର୍ମ କରିଥିବା କହିଲେ ପୋଲିସ କମିଶନର

ଭୁବନେଶ୍ୱର : ଅଭିଯୁକ୍ତର ଡାହାଣ ଗୋଡରେ ବାଜିଛି ଗୁଳି । ଚୋରି କରିବାକୁ ଆସି ଦୁଷ୍କର୍ମ କରିଥିବା ନେଇ କହିଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ । ଲାଇଟର ଗନ୍ ରେ ଅଭିଯୁକ୍ତ ଦେଇଥିଲା ଧମକ । ପୂର୍ବରୁ ଆସି…

ଏସ୍‌ଆଇଆର୍‌ ପ୍ରସଙ୍ଗ; ଚୂଡ଼ାନ୍ତ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ଭୋଟର୍‌ଙ୍କ ଘରେ ବିଏଲ୍‌ଓ

ଭୁବନେଶ୍ୱର : ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଯେଉଁ ସବୁ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରେ ସମାପ୍ତ ହୋଇଛି, ସେଠାରେ ଚୂଡ଼ାନ୍ତ ଭୋଟର୍‌ ତାଲିକାରୁ ବାଦ୍ ପଡ଼ିଥିବା ଭୋଟର୍‌ ଏବଂ ପ୍ରଥମଥର ପାଇଁ ଭୋଟର ତାଲିକାରେ ସାମିଲ ହେଉଥିବା ଯୁବ ଭୋଟରଙ୍କୁ ପଞ୍ଜୀକରଣ…

ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୂରଣ ହେବ ଖାଲି ପଡ଼ିଥିବା ୧୪୦୦ ଖାଲି ପଦ

ଭୁବନେଶ୍ୱର : ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ପଦ ପୂରଣକୁ ନେଇ ବଡ଼ କସରତ । ଲୋକ ଭବନରେ ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ବୈଠକରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଯୋଗ ଦେଇଥିବା…

ଗାଧୋଇବା ବେଳେ ସୁବର୍ଣ୍ଣରେଖାରେ ୨ ନାବାଳକ ନିଖୋଜ

ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ଗାଧୋଇବା ବେଳେ ଅଘଟଣ । ନଦୀରେ ଗାଧୋଇବା ବେଳେ ୨ ନାବାଳକ ନିଖୋଜ । ଅଗ୍ନିଶମ ବାହିନୀ ଦ୍ୱାରା ଖୋଜାଖୋଜି ଜାରି ରହିଛି । ଜଳେଶ୍ବର ଥାନା ଶେଖବାଡ଼ ନିକଟରେ ଘଟିଛି ଅଭାବନୀୟ ଘଟଣା ।…

‘ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୬’ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଏବଂ ବ୍ୟାପକ ପୁଞ୍ଜିନିବେଶକୁ ଆକୃଷ୍ଟ କରିବାର ମହତ୍ତ୍ୱପୂର୍ଣ୍ଣ ଲକ୍ଷ୍ୟ ନେଇ ଆଜି ରାଜଧାନୀ ଭୁବନେଶ୍ୱରଠାରେ ‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଆନୁଷ୍ଠାନିକ ଭାବେ ଉଦଘାଟିତ…

ଓଲଟିଲା ସ୍କୁଲ ଭ୍ୟାନ୍, ଅଳ୍ପକେ ବର୍ତ୍ତିଲେ ୧୫ ଛାତ୍ରଛାତ୍ରୀ

ଯାଜପୁର: ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ ଭ୍ୟାନ୍ । ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୧୫ ଛାତ୍ରଛାତ୍ରୀ । ଯାଜପୁର ଜିଲ୍ଲା ଧାନମଣ୍ଡଳ ସ୍ଥିତ ଏକ ପବ୍ଲିକ ସ୍କୁଲ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ୧୫ଜଣ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଯାଉଥିବା…

ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଖାଦ୍ୟରେ ପୋକ, କ୍ୟାମ୍ପସରେ ଉତ୍ତେଜନା, ବ୍ୟାପକ ଭଙ୍ଗାରୁଜା

ଭୁବନେଶ୍ୱର : ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଖାଦ୍ୟରେ ପୋକ । କ୍ୟାମ୍ପସରେ ଉତ୍ତେଜନା, ବ୍ୟାପକ ଭଙ୍ଗାରୁଜା । ​ସ୍ଥିତି ନିୟନ୍ତ୍ରଣ ପାଇଁ ନାକେଦମ ହେଲା ଜଟଣୀ ପୋଲିସ । ହଷ୍ଟେଲ ଖାଦ୍ୟରୁ ପୋକ ବାହାରିବା ଘଟଣାକୁ କେନ୍ଦ୍ର କରି ଜଟଣୀସ୍ଥିତ ଏକ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଜ୍ୟ ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର : ଓଡ଼ିଶାରେ ଡି. ପୁରନ୍ଦେଶ୍ୱରୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ । ତାଙ୍କ ସହ ଆସିଛନ୍ତି ନବନିଯୁକ୍ତ ସହପ୍ରଭାରୀ ଡ. ସ୍ୱଦେଶ ସିଂ । ଦାୟିତ୍ୱ ମିଳିବା ପରେ ଉଭୟଙ୍କ…

ନୟାପଲ୍ଲୀ ଦୁଷ୍କର୍ମ ଘଟଣା: ଖସିବାକୁ ଉଦ୍ୟମ ବେଳେ ଅଭିଯୁକ୍ତକୁ ଏନକାଉଣ୍ଟର

ଭୁବନେଶ୍ବର: ନୟାପଲ୍ଲୀ ଦୁଷ୍କର୍ମ ଘଟଣାରେ ଧରାପଡିଲା ଅଭିଯୁକ୍ତ । ଅଭିଯୁକ୍ତକୁ ଏନକାଉଣ୍ଟର କଲା ପୋଲିସ । ପୋଲିସକୁ ଚକମା ଦେଇ ଖସିବାକୁ ଉଦ୍ୟମ କରୁଥିବା ବେଳେ ଏନକାଉଣ୍ଟର କଲା ପୋଲିସ । ପୋଲିସ କବଳରୁ ଖସିବା ପାଇଁ ଫାୟାର କରିଥିଲା ଅଭିଯୁକ୍ତ…

ନନ୍ଦନକାନନରେ ସାମିଲ ୧୧ଟି ଭିନ୍ନ ପ୍ରଜାତିର ୩୬ ପଶୁପକ୍ଷୀ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ନୂଆ ଆକର୍ଷଣ ଯୋଡ଼ିବା ଉଦ୍ଦେଶ୍ୟରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୧ଟି ଭିନ୍ନ ପ୍ରଜାତିର ୩୬ଟି ପଶୁପକ୍ଷୀଙ୍କୁ ସାମିଲ କରାଯାଇଛି।ଅଧିକାରୀମାନେ କହିଛନ୍ତି ଯେ, ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଅକ୍ଟୋବର ୩ ତାରିଖ ଦିନ ଏହି ନୂଆ…