OAS ସ୍ତରରେ ବଡ଼ ଅଦଳବଦଳ, ଗୋଟିଏ ଦିନରେ ୨୭ ଅଧିକାରୀଙ୍କ ବଦଳି
ଭୁବନେଶ୍ବର: ରାଜ୍ୟ ସରକାର ଆଜି (ସୋମବାର) ବରିଷ୍ଠ ଓଏଏସ୍ ଅଧିକାରୀସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୋଟିଏ ଦିନରେ ୨୭ଜଣ ଉପଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରାଞ୍ଚଳ ଆର୍ଡିସିଙ୍କ କାର୍ଯ୍ୟାଳୟର ଅତିରିକ୍ତ କମିସନର ଶୁଭାଶିଷ ମାନସିଂହଙ୍କୁ…