ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ABEOଙ୍କ ଘରେ ଭିଜିଲାନ୍ସ ରେଡ୍
ଯାଜପୁର : ଭିଜିଲାନ୍ସ ଜାଲରେ ABEO । ଆୟ ବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜୟଦେବ ଜେନାଙ୍କ ଘରେ ରେଡ୍ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଭୁବନେଶ୍ୱରର…