October 17, 2026

ପୂଜା ମଣ୍ଡପରେ ଅଗ୍ନିକାଣ୍ଡ ରୋକିବାକୁ ଅଗ୍ନିଶମ ବିଭାଗର ମକ୍ ଡ୍ରିଲ୍

ଭୁବନେଶ୍ବର: ଦଶହରା ଭିଡ଼ରେ ଅଗ୍ନିଶମ ବିଭାଗର ମକ୍ ଡ୍ରିଲ୍ । ପୂଜା ମଣ୍ଡପରେ ନିଆଁ ଲାଗିଲେ କିଭଳି ହେବ ମୁକାବିଲା ? ଭିଡ଼ ଭିତରୁ କିଭଳି ହେବ ଲୋକଙ୍କୁ ଉଦ୍ଧାର ? ଏଥିପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ କରାଯାଉଛି ମକ୍ ଡ୍ରିଲ୍…

ମେଢ଼ ତିଆରି ବେଳେ ବିଦ୍ୟୁତ୍ ଆଘାତ ଲାଗି ଯୁବକ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗାଁରେ ଅଭାବନୀୟ ଘଟଣା ଘଟିଛି। ଦୁର୍ଗାପୂଜା ପାଇଁ ମେଢ଼ ତିଆରି କରୁଥିବା ସମୟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ। ମୃତ ଯୁବକ ଜଣକ ସିଦ୍ଧେଶ୍ୱର ଗାଁର ଜଗନ୍ନାଥ…

ବୁଦା ମୂଳରୁ ନବଜାତ କନ୍ୟା ଉଦ୍ଧାର

ନବରଙ୍ଗପୁର : ରାସ୍ତାକଡ଼ ବୁଦା ମୂଳରୁ ଉଦ୍ଧାର ହୋଇଛି ଏକ ନବଜାତ କନ୍ୟା । ନବରଙ୍ଗପୁରରୁ ଆସିଛି ହୃଦୟବିଦାରକ ଦୃଶ୍ୟ । ନବରଙ୍ଗପୁର ସହରର ହିର୍ଲି ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ ପାଖ ବୁଦା ମୂଳରୁ ଉଦ୍ଧାର ହୋଇଛି ଶିଶୁକନ୍ୟା…

ଓଡ଼ାପଡ଼ା ତହସିଲଦାର ନିଲମ୍ବିତ, ସରକାରୀ ନିୟମ ଉଲଂଘନ ଅଭିଯୋଗ

ଭୁବନେଶ୍ୱର : ଆକ୍ସନରେ ରାଜସ୍ୱ ବିଭାଗ । ଦୁର୍ନୀତି ଏବଂ ବିଶୃଙ୍ଖଳିତ ପ୍ରଶାସନିକ କାର୍ଯ୍ୟଧାରା ବିରୋଧରେ ଆକ୍ସନ ନେଇଛି ରାଜସ୍ୱ ବିଭାଗ । ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ କରାଯାଇଛି । ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ଶ୍ରୀ…

ଛାତ୍ର ସଂସଦ ନିର୍ବାଚନରେ ବିସିଜେଡିର ସଫଳତା ପାଇଁ GEN-Zଙ୍କୁ ଧନ୍ୟବାଦ ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଛାତ୍ର ସଂସଦ ନିର୍ବାଚନରେ ବିଜୁ ଛାତ୍ର ଜନତା ଦଳର ପ୍ରାର୍ଥୀ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ବିସିଜେଡି ମହାବିଦ୍ୟାଳୟରେ ୬୦ପ୍ରତିଶତରୁ ଅଧିକ ଓ ବିଶ୍ବବିଦ୍ୟାଳୟରେ ପ୍ରାୟ ୫୦ ପ୍ରତିଶତ ସଫଳତା ପାଇଛି । ରାଜ୍ୟ ବିଜେପି ସରକାରଙ୍କ…

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି: ଲୋକସେବା ଭବନରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅକ୍ଟୋବର ୨୮ ଓ ୨୯ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୁରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୫ ତାରିଖରେ ଖୋର୍ଦ୍ଧା…

ଭିଜିଲାନ୍ସ ଜାଲରେ ମହାନଦୀ ନଦର୍ଣ୍ଣ ଡିଭିଜନର ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର, ୨୧.୮୮ ଲକ୍ଷ ନଗଦ ଜବତ

କଟକ : ଭିଜିଲାନ୍ସକୁ ମିଳିଛି ବଡ଼ ସଫଳତା । ଭିଜିଲାନ୍ସ ଜାଲରେ କଟକ ଜଗତପୁରସ୍ଥିତ ମହାନଦୀ ନଦର୍ଣ୍ଣ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରସନ୍ନଜିତ ଦାସ । ତାଙ୍କଠାରୁ ୨୧ ଲକ୍ଷ ୮୮ ହଜାର ୬୨୦ ଟଙ୍କା ଜବତ ହୋଇଛି । ବିଭିନ୍ନ…

ଡିଭାଇଡରକୁ ଧକ୍କା ଦେଲା କାର୍, ଚାଲିଗଲା ଶାଶୁ-ଜ୍ୱାଇଁଙ୍କ ଜୀବନ

ସମ୍ବଲପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଶାଶୁ ଓ ଜ୍ୱାଇଁଙ୍କ ଜୀବନ । ହସଖୁସିର ସଂସାରରେ ହଠାତ୍ ଖେଳିଗଲା ଶୋକର ଛାୟା । ଆଉ ଏହି ଦୁର୍ଘଟଣାରେ ଅନ୍ୟ ୫ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ସମ୍ବଲପୁର ଯୁଯୁମୁରା…

ବିମାନବନ୍ଦରରେ ନୂଆ ରାଜ୍ୟପାଳଙ୍କୁ ଭବ୍ୟ ସ୍ୱାଗତ ସହ ଗାର୍ଡ ଅଫ୍ ଅନର ପ୍ରଦାନ

ଭୁବନେଶ୍ବର: ଓଡ଼ିଶାରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ । ରାଜ୍ୟପାଳଙ୍କ ଆଗମନ ଏବଂ ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଏବଂ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ବର…

ଶ୍ରମିକ ଚାଲାଣ ଓ ଶୋଷଣ ଅଭିଯୋଗ: ବନ୍ଧା ହେଲେ ୫ ଦଲାଲ

ନୂଆପଡା: ଶ୍ରମିକ ଚାଲାଣ ଓ ଶ୍ରମିକଙ୍କ ଶୋଷଣ ଅଭିଯୋଗରେ ନୂଆପଡ଼ା ପୋଲିସ ୫ ଜଣଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, କେତେକ ଶ୍ରମିକ ସର୍ଦ୍ଦାର ୨୦୨୧ ମସିହାରୁ ଅଗ୍ରିମ ଟଙ୍କା ଦେବାର ପ୍ରଲୋଭନ ଦେଖାଇ ଗରିବ ଓ ଅସହାୟ ପରିବାରଗୁଡ଼ିକୁ ଉତ୍ତରପ୍ରଦେଶର…