ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଓ ବାତ୍ୟା ମୁକାବିଲାରେ ଆମର ପୂର୍ବରୁ ଅଭିଜ୍ଞତା ରହିଛି। ବାତ୍ୟା ଦାନା ଓ ମୋନ୍ଥା’ର…